ଫନୀ ସହାୟତାରୁ ବଞ୍ଚିତ ଚାଷୀ ଘେରିଲେ ତହସିଲ କାର୍ଯ୍ୟାଳୟ

ତିହିଡ଼ି,୪।୧୦(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କାଁପଡ଼ା ପଞ୍ଚାୟତର ଚାଷୀମାନେ ଶୁକ୍ରବାର ତହସିଲ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଫନୀ ସହାୟତାରୁ ବଞ୍ଚିତ ହୋଇଥିବାରୁ ସେମାନେ ଏହି ପଦକ୍ଷେପ ନେବା ସହ ତହସିଲଦାରଙ୍କୁ ଭେଟି ଏ ସମ୍ପର୍କରେ ଅଭିଯୋଗ କରିଛନ୍ତି। କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ତୁରନ୍ତ ସହାୟତା ଲାଗି ସେମାନେ ଦାବି ଜଣାଇଛନ୍ତି। ଚାଷୀ ବସନ୍ତ ମଳିକ, ଗଣେଶ ମଳିକ, ଦାଶରଥି ମଳିକ,ପଦ୍ମଲୋଚନ ମଳିକ,ରମାକାନ୍ତ ମଳିକ ପ୍ରମୁଖଙ୍କ ନେତୃତ୍ୱରେ ଏହି ଘେରାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri