ଫନୀ ସହାୟତା: ଓଡ଼ିଶାକୁ ମିଳିଲା ୩୩୩୮ କୋଟି

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଶାକୁ ‘ଫନୀ’ ସହାୟତା ଦେଲେ କେନ୍ଦ୍ର ସରକାର। ଓଡ଼ିଶାକୁ ମିଳିଲା ୩୩୩୮.୨୨ କୋଟି ସହାୟତା। ଫନୀ ପରବର୍ତ୍ତୀ ଥଇଥାନ ପାଇଁ ମଙ୍ଗଳବାର ଏହି ସହାୟତା ରାଶି ଘୋଷଣା କରାଯାଇଛି। ପୂର୍ବରୁ ଓଡ଼ିଶାକୁ ଫନୀ ପାଇଁ ଅଗ୍ରୀମ ୩୪୦ କୋଟି ମିଳିଥିଲା। ପରେ ପ୍ରଧାନମନ୍ତ୍ରୀ ଆସି ଆଉ ୧ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରିଥିଲେ। ଓଡ଼ିଶା ସମେତ ଅନ୍ୟ ୨ଟି ରାଜ୍ୟ କର୍ନାଟକ ଓ ହିମାଚଳପ୍ରଦେଶକୁ ମଧ୍ୟ ସହାୟତା ରାଶି ଘୋଷଣା କରାଯାଇଛି। ଓଡ଼ିଶା, କର୍ନାଟକ ଓ ହିମାଚଳପ୍ରଦେଶ ପାଇଁ ମୋଟ ୪୪୩୨ କୋଟି ଟଙ୍କାର ସହାୟତା ରାଶି ଘୋଷଣା ହୋଇଛି। ମରୁଡ଼ି କ୍ଷତିଗ୍ରସ୍ତ କର୍ନାଟକ ପାଇଁ ୧୦୨୯ କୋଟି ଏବଂ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ହିମାଚଳ ପ୍ରଦେଶ ପାଇଁ ୬୪.୪୯ କୋଟି ଟଙ୍କା ଘୋଷଣା କରାଯାଇଛି।
ପ୍ରକାଶ ଯେ, ଗତ ମେ’ ମାସ ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଫନୀ’ ଦ୍ୱାରା ଓଡ଼ିଶାରେ ଅନେକ ଧନଜୀବନ ନଷ୍ଟ ହୋଇଥିବା ବେଳେ ଅନେକ ସ୍ଥାନରେ ଘର ଭୁଶୁଡ଼ି ପଡ଼ିଥିଲା। ଏହାର ପ୍ରଭାବରେ ରାଜ୍ୟର ପୁରୀ ସମେତ କିଛି ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?