ଫରିଦାବାଦ,୮।୬: ହରିୟାଣାର ଫରିଦାବାଦରେ ଥିବା ଡାବୁଆ କଲୋନୀ ନିକଟରେ ଏକ ସ୍କୁଲ ଓ ଏହା ନିକଟରେ ଥିବା ଏକ ଲୁଗା ଦୋକାନରେ ନିଆଁ ଲାଗିଯିବା ଫଳରେ ୨ ଶିଶୁଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ଫରିଦାବାଦ,୮।୬: ହରିୟାଣାର ଫରିଦାବାଦରେ ଥିବା ଡାବୁଆ କଲୋନୀ ନିକଟରେ ଏକ ସ୍କୁଲ ଓ ଏହା ନିକଟରେ ଥିବା ଏକ ଲୁଗା ଦୋକାନରେ ନିଆଁ ଲାଗିଯିବା ଫଳରେ ୨ ଶିଶୁଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…
ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…
ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍ ଜାରି କରାଯାଇଛି…
ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…
କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍ରେ ଜାଲିଆତି ନେଇ…
ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…