ଫଳ ଖାଆନ୍ତୁ ଏମିତି

ପ୍ରତିଦିନ ଫଳ ଖାଇବା ସ୍ବାସ୍ଥ୍ୟ ପାଇଁ ବହୁତ ଭଲ, କିନ୍ତୁ ଠିକ୍‌ ଢଙ୍ଗରେ ନ ଖାଇଲେ ହୁଏତ ଫାଇଦା ମିଳି ନ ପାରେ। ତେଣୁ ନିୟମ ଅନୁସାରେ କିପରି ଫଳ ଖାଇବେ ଜାଣି ରଖନ୍ତୁ…

ତରକାରି କିମ୍ବା ସାଲାଡ ଖାଇବା ସମୟରେ ଫଳ ଖାଆନ୍ତୁ ନାହିଁ। ଏହି ଅଭ୍ୟାସ ଯୋଗୁଁ ପାଚନ ସମସ୍ୟା ଦେଖା ଦେବା ସହିତ ତ୍ୱଚା ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ଦେଖା ଦେଇଥାଏ।
ଜୁସ୍‌ ପିଇବା ବଦଳରେ ଫଳକୁ କାଟି ଖାଇବା ଭଲ। କାରଣ ଜୁସକୁ ଛାଣିବା ପରେ କିଛି ପୋଷକ ତତ୍ତ୍ୱ ରହି ଯାଇଥାଏ।
ଫଳକୁ କେବେହେଲେ କ୍ଷୀର ସହିତ ଖାଇବା ଉଚିତ୍‌ ନୁହେଁ। କ୍ଷୀର ସହିତ ବିଭିନ୍ନ ପ୍ରକାରର ଫଳକୁ ସେକ୍‌ କରି ପିଇବାକୁ ହୁଏତ ସ୍ବାଦିଷ୍ଟ ଲାଗିପାରେ, କିନ୍ତୁ ସ୍ବାସ୍ଥ୍ୟ ପାଇଁ ଏହା ଆଦୌ ଭଲ ନୁହେଁ।
ରାତିରେ ଖାଇ ସାରିବା ପରେ ଫଳ ଖାଇବା ଠିକ୍‌ ନୁହେଁ। ଏହା ହଜମ ସମସ୍ୟା ସୃଷ୍ଟି କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବଜାରରେ ଚାଞ୍ଚଲ୍ୟ: ମାଛ କଟା ପନିକି ଗଳିଲା ଛାତିରେ, ଜଣେ ଗୁରୁତର…

ବଞ୍ଚୋ,୨୯(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ବଜାରରେ ଏକ ଅଭାବନୀୟ ଘଟଣା ଘଟିଛି। କାଳନ୍ଦୀ ବେହେରା ନାମକ ଜଣେ ମାଛ ବ୍ୟବସାୟୀ ବୁଧବାର ତାଙ୍କ ଦୋକାନରେ ମାଛ…

ବିଧାନସଭା ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା କଡାକଡି: ଲୋୟର ପିଏମ୍‌ଜିରେ ୧୪୪ ଧାରା

ଭୁବନେଶ୍ୱର,୨୯।୪: ବିଧାନସଭାର ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ନେଇ ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ। ତ୍ରିସ୍ତରୀୟ ବଳୟରେ ରହିବ ବିଧାନସଭା।…

୫ହାଜର ନୁହେଁ ମାସକୁ ୯ହଜାର ଦେବେ ସରକାର, ଛାତ୍ରୀଛାତ୍ର ଏମିତି କରନ୍ତୁ ଆପ୍ଲାଏ…

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଇଣ୍ଟର୍ନସିପ୍ ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ଯୁବବର୍ଗମାନେ ଶିକ୍ଷା ଏବଂ କାର୍ଯ୍ୟ ଅଭିଜ୍ଞତା ଉଭୟ ପାଇପାରିବେ ଯାହା…

ଜିତୁ ମୁଣ୍ଡାଙ୍କୁ ମିଳୁ ନ୍ୟାୟ: ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡିି

ପାଟଣା,୨୯।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କାଲାରା…

ବୁଲିବାକୁ ଯାଉଥିବା ସମୟରେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର

ଜୟପୁର,୨୯।୪ (ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗତ ୨୩ ତାରିଖ ସକାଳେ ଯୁବତୀ ନିକଟସ୍ଥ…

ଏହି ଦିନ ପରଦାକୁ ଆସିବ ଥାଲାପତି ବିଜୟଙ୍କ ଶେଷ ଅଭିନୀତ ଚଳଚ୍ଚିତ୍ର

ମୁମ୍ବାଇ: ଶେଷରେ ସିନେମା ହଲ୍‌କୁ ଆସିବାକୁ ପ୍ରସ୍ତୁତ ଅଭିନେତା-ରାଜନେତା ଥାଲାପତି ବିଜୟଙ୍କ ଚଳଚ୍ଚିତ୍ର ‘ଜନ ନାୟାଗନ’। ରାଜନୀତିକୁ ଆସିବା ପୂର୍ବରୁ ତାମିଲ ଫିଲ୍ମ ସୁପରଷ୍ଟାର ବିଜୟଙ୍କର ଏହା…

ବାଇକ୍‌ ଦୁର୍ଘଟଣାକୁ ନେଇ ତେଜିଲା ଗୋଷ୍ଠୀ ସଂଘର୍ଷ

ବାଲେଶ୍ବର,୨୯।୪: ବାଲେଶ୍ୱର ପୋଲାଡ଼ି ଛକରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି। ଏକ ବାଇକ୍‌ ଦୁର୍ଘଟଣାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ…

ସୁନାପ୍ରେମୀଙ୍କ ପାଇଁ ଖୁସି ଖବର, ଦେଢଲକ୍ଷ ତଳକୁ ଖସିଲା ସୁନା, ୨୨k କିଣିଲେ ଦେବାକୁ ପଡିବ…

ନୂଆଦିଲ୍ଲୀ,୨୯।୪: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ବିଶ୍ୱ ସ୍ତରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ଘରୋଇ ଫ୍ୟୁଚର୍ସ ବଜାର (MCX) ରେ ସୁନା ମୂଲ୍ୟ ହ୍ରାସ ପାଇଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri