ଜନଶୁଣାଣିରେ ଷଣ୍ଢ

ରାଜନଗର,୨୮।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକଠାରେ ସୋମବାର ଜିଲାପାଳଙ୍କ ଜନଶୁଣାଣି ଶିବିର ଚାଲିଥିଲା। ଗୋରୁ ବିଭିନ୍ନ ସମୟରେ ଫସଲ ନଷ୍ଟ କରୁଥିବାରୁ ଏହାର ପ୍ରତିବାଦ କରି ଚାଷୀମାନେ ୨ଶହରୁ ଊର୍ଦ୍ଧ୍ୱ ଷଣ୍ଢଙ୍କୁ ବ୍ଲକ କାର୍ଯ୍ୟାଳୟରେ ଠୁଳକରି ଅଭିନବ ଉପାୟରେ ପ୍ରତିବାଦ କରିଥିଲେ। ଜିଲାପାଳ ସମର୍ଥ ବର୍ମା ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ଶାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri