ସୋରଡା,୧୨ା୨(ଡି.ଏନ୍.ଏ.)- ସୋରଡା-ଶିଙ୍ଗିପୁର ରାସ୍ତାା କେଶରା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୨ଟାରେ ଏକ ଅର୍ଥଲଗାଣକାରୀ ସଂସ୍ଥାର ୨ କ୍ଷେତ୍ର କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ୧ଲକ୍ଷ ୩୮ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ସୋରଡା ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଚଳାଇଛି।
ପ୍ରକାଶ ଯେ, କ୍ଷେତ୍ର କର୍ମଚାରୀ ପ୍ରହଲ୍ଲାଦ ଜେନା, ଅନିଲ କୁମାର ବେହେରା ବିଭିନ୍ନ ଗ୍ରାମର ଅର୍ଥ ଆଦାୟ କରି ବାଇକ ଯୋଗେ ଉକ୍ତ ରାସ୍ତାରେ ଫେରୁଥିଲେ। କେଶରା ନିକଟରେ ୨ଜଣ ଦୁର୍ବୃତ୍ତ ଏମାନଙ୍କ ବାଇକକୁ ଅଟକାଇଥିଲେ। ବାଇକ ରଖିବା ପରେ ପ୍ରହଲ୍ଲାଦଙ୍କ ବେକରେ କାତି ଲଗାଇ ଟଙ୍କାବ୍ୟାଗ ମାଗିଥିଲେ। ସେ ବ୍ୟାଗ ଦେଇଦେଇଥିଲେ। ପରେ ଅନିଲଙ୍କୁ ଧକ୍କା ଦେଇ ମୋବାଇଲ ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଥିଲେ। ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ପହଞ୍ଚତ୍ ମୋବାଇଲ ଟ୍ରାକିଂ କରିବା ପରେ ଭାଲିଆଗୋଚ୍ଛା ନିକଟସ୍ଥ ଏକ ବୁଦାମୂଳରୁ ମିଳିଛି। ରାତିରେ ପ୍ରହଲ୍ଲାଦ ଓ ଅନିଲ ଥାନାରେ ଏତଲା ଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….
ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…
ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…
ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…
ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା
ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…
ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….
ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…
ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…
ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…
ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ
ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…
ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ
ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…
ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ
ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…
Archives

