Posted inଖେଳ

ଫାଇନାଲରେ ହାରିଲେ ଫୋଗତ୍‌

ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଭାରତର ଶୀର୍ଷ ମହିଳା କୁସ୍ତି ଯୋଦ୍ଧା ଭିନେଶ ଫୋଗତ୍‌ ବେଲାରୁଷର ମିନସ୍କଠାରେ ଚାଲିଥିବା ମେଦ୍‌ଭେଦ୍‌ ଇଭେଣ୍ଟର ୫୩ କେଜି ଶ୍ରେଣୀ ଫାଇନାଲରେ ପରାଜିତ ହୋଇଯାଇଛନ୍ତି। ରୁଷିଆର ଏନ୍‌. ମାଲିସେଭା ତାଙ୍କୁ ୧୦-୧ରେ ବୈଷୟିକ ଶ୍ରେଷ୍ଠତା ଭିତ୍ତିରେ ହରାଇ ଦେଇଥିଲେ। ଫଳରେ ଏସିଆନ ଗେମ୍ସ ଏବଂ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ ଏହି ୨୪ ବର୍ଷୀୟା କୁସ୍ତିଯୋଦ୍ଧା କ୍ରମାଗତ ଚତୁର୍ଥ ସ୍ବର୍ଣ୍ଣ ପଦକ ଜିତିବାରେ ସମର୍ଥ ହୋଇପାରି ନାହାନ୍ତି। ଭିନେଶ ନିକଟରେ ସ୍ପେନ୍‌ ଗ୍ରଁା ପ୍ରି, ୟାସାର ଡୋଗୁ ଇଣ୍ଟରନ୍ୟାଶନାଲ ଏବଂ ପୋଲାଣ୍ଡ ଓପନ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

ବାହଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର…

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ…

‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI…

ମହାପୁରୁଷଙ୍କୁ କି ଦଣ୍ଡ: ସର୍ବ ସମ୍ମୁଖରେ …

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ମହାପୁରୁଷ ମାନଙ୍କୁ କି ପ୍ରକାର ଦଣ୍ଡ। ସର୍ବ ସମ୍ମୁଖରେ ମହାପୁରୁଷ ମାନଙ୍କୁ ଏଭଳି ଅପମାନିତ କରିବାକୁ କାହାର ସାହସ ହେଲା ତାହା ସହରରେ ଚର୍ଚ୍ଚା…

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି…

ଟ୍ରମ୍ପଙ୍କୁ ଝଟ୍‌କା, ଏତେ କିମଯିବ ସୁନାଦର! ରେଟ୍‌ ଶୁଣିଲେ ନାଚି ଉଠିବେ ଆପଣ…

ନୂଆଦିଲ୍ଲୀ,୨୨।୨: ଆମେରିକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ପାରସ୍ପରିକ ଶୁଳ୍କକୁ ପ୍ରତ୍ୟାହାର କରିଦେଇଛନ୍ତି। ଏହି ନିଷ୍ପତ୍ତିର କିଛି ଘଣ୍ଟା ପରେ, ଟ୍ରମ୍ପ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri