ନୂଆଦିଲ୍ଲୀ,୧୭।୫
ନିବେଶକୁ ପ୍ରୋତ୍ସାହନ ତଥା ତ୍ୱରିତ କରିବା ଲାଗି ସରକାର ଯୋଜନା ହାତକୁ ନେଇଛନ୍ତି। ଏହି ଯୋଜନାକୁ ରୂପାୟନ କରିବା ଲାଗି ସରକାର ଏମ୍ପାଓ୍ବାର୍ଡ ଗ୍ରୁପ୍ ଅଫ୍ ସେକ୍ରେଟାରିଜ ପକ୍ଷରୁ ତ୍ୱରିତ ନିବେଶ ମଞ୍ଜୁରୀ ବ୍ୟବସ୍ଥା କରିଛନ୍ତି। ପ୍ରତି ମନ୍ତ୍ରଣାଳୟ ଅଧୀନରେ ପ୍ରକଳ୍ପ ଉନ୍ନତୀକରଣ ସେଲ୍ ସ୍ଥାପନ ହେବ। ନିବେଶ ଯୋଗ୍ୟ ପ୍ରକଳ୍ପକୁ ଆଗକୁ ବଢାଇବା ଲାଗି ଏହି ସେଲ୍ ନିବେଶକ, କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସମନ୍ବୟ ରକ୍ଷା କରିବ। ନୂଆ ନିବେଶ ଆକୃଷ୍ଟ କରିବା ନେଇ ରାଜ୍ୟଗୁଡିକର ପରଫରମାନ୍ସକୁ ବିଚାରକରି କେନ୍ଦ୍ର ସରକାର ର଼୍ୟାଙ୍କ ପ୍ରଦାନ ବ୍ୟବସ୍ଥା କରିବେ। ନୂଆ ଚାମ୍ପିୟନ ସେକ୍ଟରଗୁଡିକୁ ଉତ୍ସାହିତ ଲାଗି ପ୍ରୋତ୍ସାହନ ଯୋଜନା ଆସିବ। ଏହା ମଧ୍ୟରେ ସୋଲାର ପିଭି ମାନୁଫାକ୍ଚରିଂ, ଆଡଭାନ୍ସ ସେଲ୍ ବ୍ୟାଟେରି ଷ୍ଟୋରେଜ ଭଳି କ୍ଷେତ୍ର ସାମିଲ କରାଯାଇଛି। ସାରା ଦେଶରେ ଥିବା ୩୩୭୬ ଶିଳ୍ପ ପାର୍କ, ଇଷ୍ଟେଟ ଏବଂ ଏସ୍ଇଜେଡ୍ଗୁଡିକର ୫ ଲକ୍ଷ ହେକ୍ଟର ଜମିକୁ ମ୍ୟାପିଂ ଦ୍ୱାରା ଇଣ୍ଡଷ୍ଟ୍ରିଆଲ ଇନ୍ଫରମେଶନ ସିଷ୍ଟମ (ଆଇଆଇଏସ୍) ଆସିବ ବୋଲି ଜଣାପଡିଛି।
ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…
ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…
ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…
ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…
E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍
ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…
ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…
ଏହି ବଡ଼ ବ୍ୟାଙ୍କ୍ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…
ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…
Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…
ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…
ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍, ଟିଭି, ଫ୍ରିଜ୍ ସହ…ଦେଖନ୍ତୁ ପୂରା ତାଲିକା
ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍ ପର୍ଯ୍ୟନ୍ତ ଅଗଷ୍ଟରେ…
Archives

