ଫାସେଟ ପକ୍ଷରୁ ଆରମ୍ଭ ହେଲା କାର୍ଯ୍ୟକ୍ରମ ‘ନକ୍ସା’: ସ୍ବଳ୍ପ ଖର୍ଚ୍ଚରେ ହେବ ସୁନ୍ଦର ଘର

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ସ୍ବଳ୍ପ ଖର୍ଚ୍ଚରେ ଘର ତିଆରି କରିବାକୁ ଚାହଁୁଥିବା ଲୋକେ ଯେପରି ସମସ୍ୟା ଅନୁଭବ ନ କରନ୍ତି ସେଥିପାଇଁ ଫାସେଟ୍‌ ସଂସ୍ଥା ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଶନିବାର ଏ ନେଇ ପୁରୁଣାଭୁବନେଶ୍ୱର ସ୍ଥିତ ଭଜନମଣ୍ଡପରେ ଏକ କାର୍ଯ୍ୟକ୍ରମ ‘ନକ୍ସା’ର ଆୟୋଜନ କରାଯାଇଛି। ଘର ତୋଲିବା ଲାଗି ଇଚ୍ଛୁକ ବ୍ୟକ୍ତିମାନେ ଏଥିରେ ଯୋଗ ଦେଇଛନ୍ତି।

ଉଲ୍ଲେଖଥାଉ କି, ସବୁ ଲୋକ ନିଜର ଘରକୁ ବେଶ୍‌ ସୁନ୍ଦର କରିବାକୁ ଚାହଁିଥାନ୍ତି। ହେଲେ ମାତ୍ରାଧିକ ଖର୍ଚ୍ଚ ହେତୁ ଅନେକେ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ଫାସେଟ୍‌ ସେମାନଙ୍କୁ ଅଳ୍ପ ଖର୍ଚ୍ଚରେ ସୁନ୍ଦର ଆକୃତିର ଘର ତିଆରି କରିବାର ନୂଆ ବାଟ ଦେଖାଇବ। ପ୍ରଥମ ପର୍ଯ୍ୟାୟରେ ଏକାମ୍ର ନିର୍ବାଚନମଣ୍ଡଳୀର ବାସିନ୍ଦାଙ୍କୁ କାର୍ଯ୍ୟକ୍ରମରେ ଉପସ୍ଥିତ ସ୍ଥାପତ୍ୟମାନେ ବିଭିନ୍ନ ଘର ତୋଳିବା ଯୋଜନା ଉପରେ ଗୁରୁତ୍ୱାରୋପ କରିଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ନିର୍ବାଚନମଣ୍ଡଳୀଗୁଡିକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଏହି ଅବସରରେ ସୂଚନା ମିଳିଛି। ସୂଚନାଯୋଗ୍ୟ ଫାସେଟ ହେଉଛି ସିଇଟି କଲେଜ ପୁରାତନ ଛାତ୍ର ସଂସଦ।


Enter your email to get our daily news in your inbox.

All Right Reserved By Dharitri.Com

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?