ଫିଦିନିଅଁ। ରାସ୍‌ତା ଅଭାବ: ଖେତ୍‌ ଆଡ଼ିରେ ଯାଆସ କରୁଛନ୍‌ ଛାତ୍ରୀଛାତ୍ର

କୋକସରା,୧୩ା୮(ଡି.ଏନ୍‌.ଏ.) :
କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଲପାଲି ପଁଚେତ୍‌ ଅଧୀନ ପାଣିଗଁା ଶବରପଡ଼ାକେ ଆଏଜ୍‌ ବି ଫିଦିନିଅଁା ରାସ୍‌ତା ନଁାଇଁନ। ଇ ଗଁାରେ ୩୦ ଆଦିବାସୀ ପରିବାରର ପାଖାପାଖି ୨ଶହ ଲୋକ୍‌ ବାସ୍‌ କରୁଛନ୍‌। ଗଁାକେ ଯିବାର ଆଏବାର ଲାଗି ରେଙ୍ଗାଲପାଲିରୁ ଗୁଟେ ମାଟି ରାସ୍‌ତା ଅଛେ। ହେଲେ କେଭେ ସରକାରୀ ଅନୁଦାନରୁ ଇ ରାସ୍‌ତାର ମରାମତି ନାଇଁ ହେଇଥିବାର ଜନାଯାଇଛେ। ଯେନ୍‌ଥିରଲାଗି ବରଷା ଦିନେ ଇ ରାସ୍‌ତାରେ ଅଁାଠେ କାଦୋ ହେଉଥିଲାବେଲେ ଶବରପଡ଼ାବାସୀ ଖେତ୍‌ ଆଡିରେ ଯିବାର ଆଏବାର କରୁଛନ୍‌। ଗଁାର ସବୁ ଲୋକ୍‌ ସଖାଲ ପାଏଲେ କାମ୍‌ଧଁଦାର ଲାଗି କୋକସରା ଉପରେ ନିରଭର କରୁଛନ୍‌। ସେନ୍‌ତା ପଡ଼ାର ଛାତ୍ରୀଛାତ୍ର କୋକସରା ପାଠ୍‌ପଢ଼ି ଯାଉଥିଲାବେଲେ ବିପଦ୍‌ ଅବସ୍‌ତାରେ ଅଁାଠେ କାଦୋରେ ଖେତ୍‌ଆଡ଼ିରେ ଯାଆସ କରୁଛନ୍‌। ସେନ୍‌ତା ଗଁାରେ ଅଙ୍ଗନଓ୍ବାଡି କେନ୍ଦ୍ରଟେ ବି ନଁାଇଁନ। ଯେନ୍‌ଥିରଲାଗି ଛୁଆ ଆର ଗରଭ୍‌ବତୀ, ପ୍ରସୂତି ମହିଲାମାନେ ସେବା ପାଏବାରୁ ବଁଚିତ୍‌ ହେଉଥିବାର ଗଁାବାସୀ ଅଭିଯୋଗ କରିଛନ୍‌। ସେନ୍‌ତା ଗଁାର ସୁଶାନ୍ତ ଶବର, ଲିଙ୍ଗରାଜ ଶବର, ଚନ୍ଦ୍ରଭାନୁ ଶବର, ବୈକୁଣ୍ଠ ଶବର, ଧନୁର୍ଯ୍ୟ ଶବର, ପୁରନ୍ଦର ଶବର, ମୁକୁନ୍ଦ ଶବର, ଲଲିତ ଶବର ପରମୁଖ ସମସିଆର ସମାଧାନ ଲାଗି ଅନେକ ଥର ବ୍ଲକ ପରଶାସନକେ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଏନ୍‌ତାଥି ଗଁାବାସୀ ନିଜର ନିଜର ଭାଏଗ୍‌କେ ଆଦ୍‌ରି ପଡ଼ି ରହିଛନ୍‌। ଇ ବାବ୍‌ଦେ କୋକସରା ବିଡିଓ ବସନ୍ତ କୁମାର ସେଠିକୁଁ ପଚରାଲାରୁ ଆମର ପାସ୍‌କେ ଏନ୍‌ତା କିଛି ଅଭିଯୋଗ ନାଇଁ ଆସି। ଘଟନାର ତଦଁତ୍‌ କରି ବରଷା ଦିନ୍‌ ଉତାରୁ ପଁଚେତ୍‌ ଅନୁଦାନରୁ ଶବରପଡ଼ାକେ ରାସ୍‌ତା ତିଆରି କରବାର ବେବସ୍‌ତା କରାଯିବା ବଲି ସେ କହିଥିଲେ। ହେଲେ କେଭେ ଶବରପଡ଼ାବାସୀ ଇ ସମସିଆରୁ ମୁକ୍‌ତି ପାଉଛନ୍‌ ଦେଖ୍‌ବାକେ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ...

ବୋଲେରୋରେ ପିଟି ହୋଇ ଛିଟିକି ପଡ଼ିଲେ ସାଇକେଲ ଆରୋହୀ, ଚାପିଦେଲା ହାଇଓ୍ବା

ଭବାନୀପାଟଣା/ଜୁନାଗଡ଼(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ବଳଦିଆମାଳ ଛକ ୨୬ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ହାଇଓ୍ବା ଧକ୍କାରେ...

ପଦଯାତ୍ରା କରି ପ୍ରଚାର ଆରମ୍ଭ କଲେ ଲଳିତା

କେସିଙ୍ଗା,୮।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନରୁ ବିଜେଡି ଲଳିତା ନାଏକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ସାଗର ଚରଣ ଦାଶଙ୍କୁ ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri