Posted inଖେଳ

ଫିଫା ମହିଳା ବିଶ୍ୱକପ୍‌:ଫ୍ରାନ୍ସ ବିଜୟ ଅଭିଯାନ

ପ୍ୟାରିସ, ୮ା୬- ଫିଫା ମହିଳା ବିଶ୍ୱକପ୍‌ ଆରମ୍ଭ ହୋଇଯାଇଛି। ଆୟୋଜକ ଫ୍ରାନ୍ସ ସମ୍ପୂର୍ଣ୍ଣ ଷ୍ଟାଇଲରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚ୍‌ରେ ଆୟୋଜକ ଦଳ ୪-୦ ଗୋଲରେ ଦକ୍ଷିଣ କୋରିଆକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ଓ୍ବେଣ୍ଡି ରେନାର୍ଡ ଡବଲ ଗୋଲ ଦେଇଥିଲେ। ୟୁଜନି ଲେ ସୋମମେର ଓ ଆଣ୍ଡିଲେ ହେନ୍‌ରୀ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ପାର୍କ ଡେସ ପ୍ରିନ୍ସସେ ଷ୍ଟାଡିୟମ୍‌ରେ ୪୫,୨୬୧ ଦର୍ଶକ ମ୍ୟାଚ୍‌ ଉପଭୋଗ କରିଥିଲେ। ଏହା ମହିଳା ବିଶ୍ୱକପ୍‌ର ଯେ କୌଣସି ସଂସ୍କରଣର ଉଦ୍‌ଘାଟନୀ ମ୍ୟାଚ୍‌ ଉପଭୋଗ କରିଥିବା ସର୍ବାଧିକ ସଂଖ୍ୟକ ଦର୍ଶକ। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାର୍କନ ଓ ତାଙ୍କ ପତ୍ନୀ ବ୍ରିଗିଟଙ୍କ ସହ ଫିଫା ମୁଖ୍ୟ ଗିଆନି ଇନଫାଣ୍ଟିନୋ ମଧ୍ୟ ଷ୍ଟାଡିୟମ୍‌ରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri