ଫିଲ୍ମରେ ଖଳନାୟକ ସାଜି ଦର୍ଶକଙ୍କୁ ଡରାଉଥିବା ପ୍ରେମ୍‌ ନିଜେ ଡରନ୍ତି ଭୂତକୁ

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଖଳନାୟକ ଚରିତ୍ରରେ ଅଭିନୟକରି ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା କଳାକାର ହେଉଛନ୍ତି ପ୍ରେମ୍‌ ଚୋପ୍ରା। ୧୯୬୦ ମସିହାରେ ପଞ୍ଜାବୀ ଫିଲ୍ମରୁ ଅଭିନୟ କ୍ୟାରିୟର ଆରମ୍ଭ କରିଥିବା ପ୍ରେମ୍‌ କିନ୍ତୁ ୧୯୬୪ରେ ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ପଦ ଦେଇଥିଲେ। ମନୋଜ କୁମାର ଏବଂ ସାଧନାଙ୍କ ଅଭିନୀତ ଫିଲ୍ମ ‘ଓ୍ବ କୌନ୍‌ ଥୀ’ରେ ପ୍ରଥମ ଥର ତାଙ୍କୁ ଖଳନାୟକ ଚରିତ୍ରରେ ଦେଖିବାକୁ ମିଳିଥିଲା। ଏହା ପରେ ସେ ଅନେକ ଫିଲ୍ମରେ ନେଗେଟିଭ୍‌ ସାଙ୍ଗକୁ ପଜିଟିଭ୍‌ ଚରିତ୍ରରେ ଅଭିିନୟ କରିଛନ୍ତି। ମାତ୍ର ତାଙ୍କୁ ପରିଚୟ ମିଳିଛି ଖଳନାୟକ ଚରିତ୍ରରୁ। ପ୍ରେମ୍‌ ଅଭିନୟ କ୍ୟାରିୟର ମଧ୍ୟରେ ୩୦୦ରୁ ଊର୍ଦ୍ଧ୍ୱ ଫିଲ୍ମରେ କାମ କରିଛନ୍ତି। ପରଦା ଉପରେ ଲୋକଙ୍କୁ ଡରାଉଥିବା ପ୍ରେମ୍‌ କିନ୍ତୁ ନିଜେ ଭୂତପ୍ରେତକୁ ଡରିଥାନ୍ତି। ଏ କଥା ନିଜେ ପ୍ରେମ୍‌ ନିକଟରେ ଏକ ସାକ୍ଷାତ୍‌କାରରେ କହିଛନ୍ତି। ସେ କାହାକୁ ଡରନ୍ତି ପଚରାଯିବାରୁ କହିଥିଲେ, ପ୍ରତ୍ୟେକ ବ୍ୟକ୍ତି କାହାକୁ ନା କାହାକୁ ଡରିଥାନ୍ତି। ଭୂତ ପ୍ରେତ ସମେତ ମୃତ୍ୟୁକୁ ସେ ବହୁତ ଡରନ୍ତି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri