ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ଆରମ୍ଭ: ୨୦୨୧ ଭାଲେଣ୍ଟାଇନ୍‌ରେ ରିଲିଜ୍‌ ହେବ

ଅଭିନେତ୍ରୀ ସାରା ଅଲ୍ଲି ଖାନ୍‌, ଅଭିନେତା ଧନୁଷ ଏବଂ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଯାଇଛି। ନିର୍ମାତା ଭୂଷଣ କୁମାର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟକରି ଏହି ସୂଚନା ଦେଇଛନ୍ତି। ଏଥିରେ ଏ. ଆର ରେହମାନ ସଂଗୀତ ଦେଇଥିବା ବେଳେ କାହାଣୀ ଲେଖିଛନ୍ତି ହିମାଂଶୁ ଶର୍ମା। ଫିଲ୍ମଟି ୨୦୨୧ ଭାଲେଣ୍ଟାଇନ୍‌ ଦିବସରେ ରିଲିଜ୍‌ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri