ଫିଲ୍ମ ମେକର ବାସୁ ଚାଟାର୍ଜୀଙ୍କ ପରଲୋକ

ମୁମ୍ବାଇ,୪।୬: ଭେଟେରାନ ଫିଲ୍ମ ମେକର ବାସୁ ଚାଟାର୍ଜୀଙ୍କର ଗୁରୁବାର ସକାଳେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ‘ଛୋଟି ସି ବାତ’ ଓ ‘ରଜନୀଗନ୍ଧା’ ଭଳି ଚଳଚ୍ଚିତ୍ରର ନିର୍ମାତା ଥିଲେ ଶ୍ରୀଯୁକ୍ତ ଚାଟାର୍ଜୀ। ଫିଲ୍ମ ମେକର ତଥା ଇଣ୍ଡିଆନ୍‌ ଫିଲ୍ମ ଆଣ୍ଡ ଟେଲିଭିଜନ ଡିରେକ୍ଟରର୍ସ ଆସୋସିଏଶନ(ଆଇଏଫ୍‌ଟିଡିଏ)ର ପ୍ରେସିଡେଣ୍ଟ ଅଶୋକ ପଣ୍ଡିତ ଟୁଇଟ କରି ପ୍ରଥମେ ବାସୁ ଚାଟାର୍ଜୀଙ୍କ ମୃତ୍ୟୁ ଖବର ଦେଇଥିଲେ। ମୁମ୍ବାଇର ସାନ୍ତାକ୍ରୁଜ ଶ୍ମଶାନରେ ଦିନ ୨ଟାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ପଣ୍ଡିତ କହିଛନ୍ତି। ଚାଟାର୍ଜୀଙ୍କ ମୃତ୍ୟୁରେ ବଲିଉଡ୍‌ ନିର୍ଦ୍ଦେଶକ ମଧୁର ଭଣ୍ଡାରକର ମଧ୍ୟ ଟୁଇଟ୍‌ କରି ଶୋକ ବ୍ୟକ୍ତ କରିଛନ୍ତି। ଚାଟାର୍ଜୀଙ୍କ ବେଷ୍ଟ ଫିଲ୍ମ ମଧ୍ୟରେ ରହିଛି ‘ଚମେଲିକି ସାଦି’, ‘ମଞ୍ଜିଲ’ ଓ ‘ବାତୋ ବାତୋ ମେଁ’।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri