ଫିଲ୍ମ ‘ରାଧେ’ରେ ୩ ଖଳନାୟକଙ୍କୁ ସାମ୍ନା କରିବେ ସଲମାନ

ମୁମ୍ବାଇ: କରୋନା ଭାଇରସକୁ ସାମ୍ନା କରୁଥିବା ସାରା ବିଶ୍ୱ ଏବେ ଏହି ମହାମାରୀ କବଳରୁ ରକ୍ଷା ପାଇବାକୁ ଚାହୁଁଛି। ଏହି ସମୟରେ ବଲିଉଡ୍‌ ମଧ୍ୟ ତା’ର ସମସ୍ତ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏବେ ଫିଲ୍ମ ସମ୍ପର୍କିତ ଖବର ଉପରେ ନଜର ପକାଇଲେ ଦେଖାଯାଏ ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ଅପ୍‌କମିଂ ଫିଲ୍ମ ‘ରାଧେ:ୟୁଓର ମୋଷ୍ଟ ଓ୍ବାେଣ୍ଟେଡ ଭାଇ’କୁ ନେଇ ବ୍ୟସ୍ତ ରହୁଛନ୍ତି। ଏହି ଫିଲ୍ମକୁ ଦର୍ଶକେ ମଧ୍ୟ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି। ଏଥିରେ ସଲମାନ ୩ଜଣ ଖଳନାୟକଙ୍କୁ ସାମ୍ନା କରିବେ ବୋଲି ଜଣାପଡିଛି। ଏହି ଖଳନାୟକମାନେ ହେଲେ, ରଣଦୀପ ହୁଡ୍ଡା, ଗୌତମ ଗୁଲାଟି ସିକ୍କିମର ଅଭିନେତା ସାଙ୍ଗ ହେ। ଏଥିରେ ମାତ୍ର ୫ ମିନିଟର ଆକ୍ସନ୍‌ ଶଟ୍‌ ପାଇଁ ବହୁବାର ଟେକ୍‌ ନିଆଯାଇଥବା ନିକଟରେ ପ୍ରକାଶ କରିଥିଲେ ରଣଦୀପ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri