ଫି ବୃଦ୍ଧିକୁ ଜୋରଦାର ବିରୋଧ: କଲେଜ ଗେଟ୍‌ରେ ତାଲା

ତାଳଚେର,୨୧ା୯(ନି.ପ୍ର.) – ରି ଆଡମିଶନ ଫି ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟ ଯୁକ୍ତ ୨ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଫଳରେ ଦୀର୍ଘ ସମୟ ଧରି କଲେଜ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଗତବର୍ଷ ରି ଆଡମିଶନ ଫି ୨୭ ଶହ ଟଙ୍କା ଥିଲା। ହେଲେ ଚଳିତବର୍ଷ କଲେଜ କର୍ତ୍ତୃପକ୍ଷ ଏଥିରେ ୧୩ ଶହ ଟଙ୍କା ବୃଦ୍ଧି କରିଛନ୍ତି, ଯାହାକୁ ନେଇ ଅଶାନ୍ତି ଦେଖା ଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ଶ୍ରେଣୀ ବର୍ଜନ କରି କଲେଜର ୨ଟି ଫାଟକରେ ତାଲା ପକାଇ ଦେବା ସହ କଲେଜ ପରିସରକୁ କାହାରିକୁ ଛାଡି ନ ଥିଲେ। ପରେ ୧୦ ଜଣ ଛାତ୍ରନେତା ତାଳଚେର ଉପଜିଲାପାଳଙ୍କୁ ଭେଟି ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ହଠାତ ଏତେ ଟଙ୍କା ବୃଦ୍ଧି କରାଯିବା ଯୋଗୁ ବହୁ ଛାତ୍ରୀଛାତ୍ର ହଇରାଣ ହରକତ ହେବେ ବୋଲି ସେମାନେ ଅଭିଯୋଗ କରିଥିଲେ। ତୁରନ୍ତ ବର୍ଦ୍ଧିତ ଫି ପ୍ରତ୍ୟାହାର କରିନେବାକୁ ସେମାନେ ଦାବି କରିଥିଲେ। କଲେଜ କର୍ତ୍ତୃପକ୍ଷ ବୁଝାଶୁଝା କରିବା ପରେ ଛାତ୍ରୀଛାତ୍ରମାନେ ଅପରାହ୍ନରେ ଆନ୍ଦୋଳନରୁ ଓହରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri