Posted inଖେଳ

ଫୁକୁଶିମାରେ ଗୋଟିଏ ମାସ ରହିବ ଅଲିମ୍ପିକ ଜ୍ୟୋତି

ଟୋକିଓ, ୨ା୪ (ଏପି)- ସାଧାରଣରେ ପ୍ରଦର୍ଶନ ଉଦ୍ଦେଶ୍ୟରେ ଜାପାନର ଉତ୍ତର-ପୂର୍ବାଞ୍ଚଳ ଅନ୍ତର୍ଗତ ଫୁକୁଶିମାରେ ଏପ୍ରିଲ ଶେଷ ପର୍ଯ୍ୟନ୍ତ ଅଲିମ୍ପିକ ଜ୍ୟୋତି ରହିବ। ବୁଧବାର ଫୁକୁଶିମାସ୍ଥିତ ଜେ-ଭିଲେଜ୍‌ ନ୍ୟାଶନାଲ ଟ୍ରେନିଂ ସେଣ୍ଟରଠାରେ ଟୋକିଓ ଅଲିମ୍ପିକ ଓ ଜିଲା କାର୍ଯ୍ୟାଳୟର କର୍ମଚାରୀଙ୍କ ମଧ୍ୟରେ ବିଧିବଦ୍ଧ ଅଲିମ୍ପିକ ଜ୍ୟୋତି ହସ୍ତାନ୍ତର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କରୋନା ଭାଇରସ୍‌ ପାଇଁ କଟକଣା ଯୋଗୁ ଜନ ସମାଗମରେ କଟକଣା ଜାରି କରାଯାଇଛି। ଫଳରେ ଜିଲା ପ୍ରଶାସନିକ କାର୍ଯ୍ୟାଳୟ ପରିସରରେ ସୀମିତ ଲୋକ ଏହାର ଦର୍ଶନ କରିପାରିବେ। ଅଲିମ୍ପିକ ଜ୍ୟୋତି ମାର୍ଚ୍ଚ ୨୦ ତାରିଖରେ ଗ୍ରୀସ୍‌ରୁ ଆସି ଆୟୋଜନ ସହର ଜାପାନରେ ପହଞ୍ଚତ୍ଥିଲା। ଫୁକିଶିମାରେ ଗତ ସପ୍ତାହରେ ମଶାଲ ରାଲି ଆରମ୍ଭ ହୋଇଥିଲା। କରୋନା ଭାଇରସ୍‌ ସଂକ୍ରମଣ ଆଶଙ୍କାରେ ଟୋକିଓ ଗେମ୍ସକୁ ଆସନ୍ତାବର୍ଷକୁ ଘୁଞ୍ଚାଇ ଦିଆଯାଇଛି। ଏହା ୨୦୨୧ ଜୁଲାଇ ୨୩ରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଚଳିତ ମାସ ଶେଷରେ ଏହି ଜ୍ୟୋତି କେଉଁଠାକୁ ଯିବ ସେ ସମ୍ପର୍କରେ ଅଫିସିଆଲମାନେ କୌଣସି ସୂଚନା ଦେଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri