Posted inଖେଳ

ଫୁଟ୍‌ବଲ ଟିମ୍‌ ଡାକ୍ତରଙ୍କ ଆତ୍ମହତ୍ୟା

ପ୍ୟାରିସ, ୭ା୪ (ଏପି)-କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହେବାପରେ ଫ୍ରେଞ୍ଚ୍‌ ଫୁଟ୍‌ବଲ କ୍ଲବ ରିମ୍‌ର ଜଣେ ଡାକ୍ତର ଆତ୍ମହତ୍ୟା କରିଛନ୍ତି। ସ୍ଥାନୀୟ ମେୟର ଆର୍ନଡ ରୋବିନେଟ୍‌ ଲି’ ପ୍ୟାରିସିନ୍‌ ଏହି ସୂଚନା ଦେଇଛନ୍ତି। ଡାକ୍ତର ବର୍ନାଡୋ ଗୋଞ୍ଜାଲେଜ୍‌ ୧୪ ଦିନିିଆ ଆଇସୋଲେଶନରେ ଥିଲେ। କୋଭିଡ୍‌-୧୯ ଟେଷ୍ଟରେ ତାଙ୍କର ପଜିଟିଭ୍‌ ଆସିବା ପରେ ସେ ରବିବାର ଆତ୍ମହତ୍ୟା କରିଥିଲେ। ତାଙ୍କୁ ୬୦ବର୍ଷ ହୋଇଥିଲା। କ୍ଲବ ସହିତ ସେ ଦୀର୍ଘ ୨୩ବର୍ଷ ହେଲା ଜଡ଼ିତ ଥିଲେ। ସେ ଜଣେ ମେଳାପି ଲୋକ ଥିଲେ। ସେ ମଧ୍ୟ ଜଣେ ଆର୍ଟିଷ୍ଟ ଥିଲେ। କ୍ଲବରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ। ଫ୍ରେଞ୍ଚ୍‌ ସରକାରଙ୍କ କହିବା ଅନୁସାରେ ଦେଶରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦,୪୭୮ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରୁ ୮,୦୦୦ ଜଣଙ୍କ ଅବସ୍ଥା ସଂକଟଜନକ। ୧୬,୦୦୦ରୁ ଊର୍ଦ୍ଧ୍ୱ ଆରୋଗ୍ୟ ଲାଭ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମୁଁ ଖେଳିବା ଛାଡିଦେବି…’, କ୍ରିକେଟ ଜଗତରେ ହଇଚଇ ସୃଷ୍ଟି କଲା ରୋହିତ ଶର୍ମାଙ୍କ….

ନୂଆଦିଲ୍ଲୀ,୧୭।୭: ୧୯ ଜୁଲାଇ ଦିନ ରୋହିତ ଶର୍ମା ନିଜ ଆନ୍ତର୍ଜାତୀୟ କ୍ୟାରିୟରର ଶେଷ ମ୍ୟାଚ ଖେଳିବେ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ…

IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ…

ବିସିସିଆଇ ଅଧିକାରୀଙ୍କ ସହ ସାକ୍ଷାତ କଲେ ରୋହିତ ଶର୍ମା; ଜାଣନ୍ତୁ କ’ଣ ହେଲା ବୈଠକରେ

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଗଣମାଧ୍ୟମରେ ଗୁରୁବାର ପ୍ରକାଶିତ ଖବରରୁ ଭାରତୀୟ କ୍ରିକେଟ ହଇଚଇ ସୃଷ୍ଟି ହୋଇଥିଲା ଯେଉଁଥିରେ ଦାବି କରାଯାଇଥିଲା ଯେ ୧୯ ଜୁଲାଇରେ ଲର୍ଡସରେ ଇଂଲଣ୍ଡ…

ବଡ଼ ରେକର୍ଡ କଲେ ରୋହିତ-କୋହଲି ଯୋଡ଼ି: ୯୪ ବର୍ଷ ଦିନିକିଆ କ୍ରିକେଟ୍‌ ଇତିହାସରେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟର ଦୁଇ ମହାନ ଖେଳାଳି, ରୋହିତ ଶର୍ମା ଏବଂ ବିରାଟ କୋହଲି, ଅନ୍ତର୍ଜାତୀୟ କ୍ରିକେଟରେ ଏକ ଏପରି ସଫଳତା ହାସଲ କରିଛନ୍ତି ଯାହା ପ୍ରତ୍ୟେକ…

ଅବସର ନେବେ ନାହିଁ ରୋହିତ ଶର୍ମା! ‘ହିଟମ୍ୟାନ’ଙ୍କୁ ନେଇ ଏମିତି କହିଦେଲେ କୋଚ

ନୂଆଦିଲ୍ଲୀ,୧୭।୭: ଦ୍ୱିତୀୟ ଦିନିକିଆରେ ପୁଣି ଥରେ ବିଫଳ ହେବା ପରେ, ତୃତୀୟ ମ୍ୟାଚ ରୋହିତ ଶର୍ମାଙ୍କ ଶେଷ ହୋଇପାରେ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ…

ପରସ୍ପର କଥା ହେଉନାହାନ୍ତି କି କୋହଲି-ଗମ୍ଭୀର: କୋଚ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୭।୭: ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବହୁତ ସମୟ ଧରି କଳ୍ପନାଜଳ୍ପନା ଚାଲିଛି। ଗତ ବର୍ଷ…

ସତ ହେଲା ମାହିଙ୍କ ଭବିଷ୍ୟବାଣୀ! ସ୍ପେନ-ଆର୍ଜେଣ୍ଟିନା ଫାଇନାଲ ପୂର୍ବରୁ ହଇଚଇ ସୃଷ୍ଟି କଲା ଧୋନୀଙ୍କ ୧୦ ବର୍ଷ ତଳର ପୋଷ୍ଟ

ନୂଆଦିଲ୍ଲୀ,୧୭।୭: ଫିଫା ବିଶ୍ୱକପ ୨୦୨୬ର ଆଭିମୁଖ୍ୟ ସ୍ପଷ୍ଟ ହୋଇସାରିଛି। ଚଳିତ ସଂସ୍କରଣର ମେଗା ଫାଇନାଲ ମ୍ୟାଚରେ ଦୁଇ ଶକ୍ତିଶାଳୀ ଦଳ ସ୍ପେନ ଏବଂ ଆର୍ଜେଣ୍ଟିନା ମୁହାଁମୁହିଁ ହେବାକୁ…

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri