Posted inଖେଳ

ଫେଡରରଙ୍କୁ ହରାଇଲେ ତିସିତ୍‌ସିପାସ୍‌

ଲଣ୍ଡନ୧୭ା୧୧ (ଏଏଫ୍‌ପି)-ଏଟିପି ଫାଇନାଲ୍ସରେ ପ୍ରଥମ ପଦାର୍ପଣରେ ଗ୍ରୀସ୍‌ର ଷ୍ଟିଫାନୋସ ତିସିତ୍‌ସିପାସ୍‌ ବଡ଼ ସଫଳତା ହାସଲ କରିଛନ୍ତି। ଶନିବାର ସେ ୬ଥର ଚାମ୍ପିୟନ ରୋଜର ଫେଡରରଙ୍କୁ ୬-୩, ୬-୪ ସେଟ୍‌ରେ ପରାସ୍ତ କରି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ସୁଇଜରଲାଣ୍ଡର ୩୮ ବର୍ଷୀୟ ଫେଡରରଙ୍କଠାରୁ ୬ଷ୍ଠ ସିଡ୍‌ ତିସିତ୍‌ସିପାସ ୧୭ ବର୍ଷ ସାନ। ଏହାପୂର୍ବରୁ ସେ ଅଷ୍ଟ୍ରେଲିଆନ ଓପନରେ ଥରେ ଫେଡରରଙ୍କୁ ପରାସ୍ତ କରିଥିଲେ। ମାତ୍ର ପରେ ଦୁଇଥର ପରାଜୟ ବରଣ କରିବାକୁ ହୋଇଥିଲା। ତିସିତ୍‌ସିପାସ୍‌ ଫାଇନାଲରେ ୫ମ ସିଡ୍‌ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଏବଂ ଗତଥରର ଚାମ୍ପିୟନ ଜର୍ମାନୀର ଆଲେକ୍‌ଜାଣ୍ଡର ଜେଭରେଭ୍‌ଙ୍କ ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିତୀୟ ସେମିଫାଇନାଲର ବିଜେତାଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri