Posted inଜାତୀୟ

ଫେବୃୟାରୀ-୧ରେ ଫାଶୀ: ରକ୍ଷା ପାଇବା ଲାଗି ବିନୟ-ଅକ୍ଷୟ-ପଓ୍ବନଙ୍କ ପାଖରେ ରହିଛି ବିକଳ୍ପ

ନୂଆଦିଲ୍ଲୀ,୨୯।୧: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀଦଣ୍ଡ ପାଇଁ ମୃତ୍ୟୁ ଓ୍ବାରେଣ୍ଟ୍‌ ଜାରି ହୋଇସାରିଛି। ଇତିମଧ୍ୟରେ ମୁକେଶ ସିଂଙ୍କ ଫାଶୀରୁ ରକ୍ଷା ପାଇବା ସମସ୍ତ ବିକଳ୍ପ ଶେଷ ହୋଇଛି। ବୁଧବାର ରାଜକ୍ଷମା ବିରୋଧରେ ସେ ସୁପ୍ରିମ୍‌କୋର୍ଟରେ କରିଥିବା ଆବେଦନ ଖାରଜ ହୋଇଛି। ତେବେ ଦୋଷୀ ବିନୟ ଶର୍ମାଙ୍କ ପାଖରେ ଏବେ ରାଜକ୍ଷମା ଏବଂ ରାଜକ୍ଷମା ଖାରଜ ହେବା ପରେ ସୁପ୍ରିମ୍‌କୋର୍ଟରେ ଆବେଦନ କରିବା ଆଦି ୨ଟି ବିକଳ୍ପ ରହିଛି। ସେହିପରି ପଓ୍ବନ ଗୁପ୍ତା ଏବଂ ଅକ୍ଷୟ ସିଂଙ୍କ ପାଖରେ ୩ଟି ବିକଳ୍ପ ରହିଛି। ସେମାନେ କ୍ୟୁରେଟିଭ୍‌ ପିଟିଶନ୍‌ ଦାଖଲ କରିପାରିବେ। ଏହାପରେ ଏହି ୨ ଦୋଷୀ ରାଷ୍ଟ୍ରପତିଙ୍କ ପାଖରେ ରାଜକ୍ଷମା ଲାଗି ମଧ୍ୟ ଆବେଦନ କରିବା ବିକଳ୍ପ ରହିଛି। ରାଜକ୍ଷମା ଖାରଜ ହେଲେ ଏହା ବିରୋଧରେ ସୁପ୍ରିମ୍‌କୋର୍ଟରେ ମଧ୍ୟ ସେମାନେ ଆବେଦନ କରିପାରିବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଅକ୍ଷୟଙ୍କ ରାଜକ୍ଷମା ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ମୋଦିଙ୍କଠାରୁ ଆରମ୍ଭ କରି ଷ୍ଟାଲିନ: ଯେତେବେଳେ ରାଜନୀତିର ଦିଗ୍ଗଜ ନେତାଙ୍କ ‘ଚାଣକ୍ୟ’ ସାଜିଥିଲେ ପ୍ରଶାନ୍ତ କିଶୋର; ଆଜି ଦିଲ୍ଲୀକୁ କଲେ ଥରହର

ନୂଆଦିଲ୍ଲୀ,୩।୮: ଯେତେବେଳେ ଚାଣକ୍ୟ ସାଜିଥିଲେ ପ୍ରଶାନ୍ତ କିଶୋର: ଦିନେ ପରଦା ପଛରେ ରହି ନିର୍ବାଚନୀ ରଣନୀତି ତିଆରି କରୁଥିବା ପ୍ରଶାନ୍ତ କିଶୋର (PK) ଆଜି ନିଜେ ରାଜନୀତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri