ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା

କଟକ ଅଫିସ୍‌,୨୪।୧୨: ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଦିନ ୧୨.୩୦ରେ ଶେଷ ହେବ। ତେବେ ଗଣିତ ପରୀକ୍ଷା ଦିନ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ୍‌ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଫେବୃୟାରୀ ୧୯ରେ ଓଡ଼ିଆ, ୨୨ରେ ଇଂରାଜୀ, ୨୪ ସଂସ୍କୃତ/ହିନ୍ଦୀ, ୨୬ରେ ଗଣିତ, ୨୮ରେ ସାଧାରଣ ବିଜ୍ଞାନ, ମାର୍ଚ୍ଚ ୨ରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri