ଫେରାର୍‌ ବଳାତ୍କାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୧।୧(ଡି.ଏନ.ଏ): ଏକ ବଳାତ୍କାର ମାମଲାରେ ସମ୍ପୃକ୍ତ ଥାଇ ୧୨ ବର୍ଷ ଧରି ଫେରାର୍‌ ଥିବା ଅଭିଯୁକ୍ତଙ୍କୁ ସୋମବାର ଦାରିଙ୍ଗବାଡ଼ି ଥାନା ପୋଲିସ ଗିରଫ କରିଛି। ସେ ହେଲେ ପର୍ତ୍ତମାହା ପଞ୍ଚାୟତ ମୁଣ୍ଡୁଲାବାଲି ଗ୍ରାମର ଜିତେନ୍ଦ୍ର କୁମାର ନାୟକ। ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କୌଶିକ ମାଝି କହିଛନ୍ତି। ତାଙ୍କ ନାମରେ ଜିଆର କେସ ନଂ.୧୧/୨୦୦୮ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri