ଦାରିଙ୍ଗବାଡ଼ି,୨୧।୧(ଡି.ଏନ.ଏ): ଏକ ବଳାତ୍କାର ମାମଲାରେ ସମ୍ପୃକ୍ତ ଥାଇ ୧୨ ବର୍ଷ ଧରି ଫେରାର୍ ଥିବା ଅଭିଯୁକ୍ତଙ୍କୁ ସୋମବାର ଦାରିଙ୍ଗବାଡ଼ି ଥାନା ପୋଲିସ ଗିରଫ କରିଛି। ସେ ହେଲେ ପର୍ତ୍ତମାହା ପଞ୍ଚାୟତ ମୁଣ୍ଡୁଲାବାଲି ଗ୍ରାମର ଜିତେନ୍ଦ୍ର କୁମାର ନାୟକ। ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କୌଶିକ ମାଝି କହିଛନ୍ତି। ତାଙ୍କ ନାମରେ ଜିଆର କେସ ନଂ.୧୧/୨୦୦୮ ରହିଥିଲା।
ଆକ୍ସନ ମୁଡ୍ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…
ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…
ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ
ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…
ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ
ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ…
ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…
ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…
ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ
ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…
ସରକାରୀ ଆଇଟିଆଇରେ ସିଟ ସଂଖ୍ୟା ସୀମିତ:ବହୁ ଛାତ୍ରୀଛାତ୍ର ହେଉଛନ୍ତି ଶିକ୍ଷାରୁ ବଞ୍ଚିତ
ଦାରିଙ୍ଗବାଡି, ୨୯।୫ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଶିଳ୍ପ ନ ଥିଲେ ମଧ୍ୟ ବହୁ ଛାତ୍ରୀଛାତ୍ର ଏବେ ନିଜ ଦକ୍ଷତା ବୃଦ୍ଧି ଓ ସ୍ବରୋଜଗାର ପାଇଁ ସରକାରୀ ଆଇଟିଆଇରେ…
ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରୋଗୀ: ସେବା ପାଇଁ ଆଗେଇ ଆସିଲେ ୩ ଯୁବକ, ସାଉଁଟୁଛନ୍ତି ପ୍ରଶଂସା
ଦାରିଙ୍ଗବାଡି,୨୯।୫(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏବେ ପ୍ରଚଣ୍ଡ ଖରା ସାଙ୍ଗକୁ ଗରମ ଗୁଳୁଗୁଳି ଜାରି ରହିଛି। ଗତ ୨ ଦିନ ହେଲା କାଳ ବୈଶାଖୀର…
ଦାରିଙ୍ଗବାଡ଼ିରେ ଫେଲ୍ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ
ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…
Archives

