ଫେରାର୍‌ ମଦ ବେପାରୀ ଗିରଫ

ଶଙ୍କରାଖୋଲ,୨୭।୫(ଡି.ଏନ୍‌.ଏ.)- ଟିକାବାଲି ଥାନା ଟୁଡୁବାଲି ଗ୍ରାମର ବେଆଇନ୍‌ ବିଦେଶୀ ମଦ ବିକ୍ରି ଅଭିଯୋଗରେ ଫେରାର୍‌ ଥିବା ଅଭିଯୁକ୍ତଙ୍କୁ ସୋମବାର ପୋଲିସ କୋର୍ଟଚାଲାଣ କରିଛି। ସେ ହେଲେ ଅରକ୍ଷିତ ଭୋଇ। ଏ ନେଇ ନଂ. ୪୭/୧୯ରେ ମାମଲା ରୁଜୁ ହୋଇଛି। ଗତ ୧ ତାରିଖରେ ଟୁଡୁବାଲିରେ ଟିକାବାଲି ପୋଲିସ ଚଢ଼ାଉ କରି ୧୦ ଲିଟର ବିଦେଶୀ ମଦ ଜବତ କରିଥିବା ବେଳେ ଘଟଣା ସ୍ଥଳରୁ ଉକ୍ତ ମଦ ବେପାରୀ ଅରକ୍ଷିତ ଫେରାର୍‌ ହୋଇଯାଇଥିଲେ ବୋଲି ଥାନାଧିକାରୀ ଆଦିତ୍ୟ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri