ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ୨୦୦୩ ମସିହାରୁ ଏକ ଚୋରି ମାମଲାରେ ଫେରାର ଥିବା ଅଭିଯୁକ୍ତଙ୍କୁ ଦାରିଙ୍ଗବାଡ଼ି ପୋଲିସ ଶୁକ୍ରବାର ଗିରଫ କରିଛି । ଗିରଫ ବ୍ୟକ୍ତି ହେଲେ ସୋନପୁର ପଞ୍ଚାୟତ ଗାହାକିଆର ମଶା ପ୍ରଧାନ। ସେହିଭଳି ସେହି ଗ୍ରାମର ଖଗେଶ୍ବର ପ୍ରଧାନ ମଧ୍ୟ ଏକ ଚୋରି ମାମଲାରେ ଗତ ୨୦୧୭ରୁ ଫେରାର ଥିଲେ ତାଙ୍କୁ ମଧ୍ୟ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କୌଶିକ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri