ଫେରିଲେ ଏର୍ଣ୍ଣାକୁଲମ୍‌ରେ ଫସିଥିବା କେନ୍ଦ୍ରାପଡ଼ାର ୧୬୯ ଓଡ଼ିଆ ଝିଅ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳର ଫସି ରହିଥିବା ୧୬୯ ଓଡ଼ିଆ ଝିଅ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନେ ଆସି ଭୁବନେଶ୍ୱରରେ ଓହ୍ଲାଇଛନ୍ତି। ଏର୍ଣ୍ଣାକୁଲମର ଏକ କପଡ଼ା କାରଖାନାରେ ଝିଅମାନେ କାମ କରୁଥିଲେ। ହେଲେ ଲକ୍‌ଡାଉନ୍‌ ଯୋଗୁ ସେଠାରେ ଫସି ରହିଥିଲେ। ଫେରିଥିବା ସମସ୍ତ ଝିଅ କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ବୋଲି ଜଣାପଡ଼ିଛି। ପହଞ୍ଚିବା ପରେ ଝିଅମାନଙ୍କୁ ବସ୍‌ରେ ସିଧା କେନ୍ଦ୍ରାପଡ଼ାକୁ ନିଆଯାଇଛି। ସେଠାରେ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ କ୍ୱାରାଣ୍ଟାଇନ୍‌ରେ ରହିବା ବନ୍ଦୋବସ୍ତ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri