Posted inଜାତୀୟ

ଫେରିଲେ ନିଖୋଜ କଂଗ୍ରେସ ବିଧାୟକ

ଭୋପାଳ,୯ା୩(ପି.ଟି.): ମଧ୍ୟପ୍ରଦେଶ ଶାସକ ଦଳର ନିଖୋଜ ଥିବା ୧୦ ବିଧାୟକଙ୍କ ମଧ୍ୟରୁ ୮ ଜଣ ଫେରିଆସିଲେଣି। ବାକି ୨ ଜଣ ଫେରୁଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଘୋଡାବେପାର ଓ ଅପହରଣର ନାଟକବାଜି ପରେ ମୁଖ୍ୟମନ୍ତ୍ରୀ କମଳନାଥ ତାଙ୍କ ମନ୍ତ୍ରିମଣ୍ଡଳରେ ଖୁବ୍‌ଶୀଘ୍ର ସମ୍ପ୍ରସାରଣ କରିବାକୁ ଯାଉଥିବା ସୂଚନା ମିଳିଛି। ଅସନ୍ତୁଷ୍ଟ ବିଧାୟକମାନଙ୍କୁ କ୍ୟାବିନେଟରେ ଥଇଥାନ କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି। ନିଖୋଜର ୬ ଦିନ ପରେ ରବିବାର ବିଧାୟକ ବିସାହୁଲାଲ ସିଂ ଫେରିଛନ୍ତି। ଫଳରେ ସରକାରକୁ ଭାଙ୍ଗିବା ଲାଗି ବିରୋଧୀ ଦଳ ଭାଜପା ଚଳାଇଥିବା ଷଡ଼ଯନ୍ତ୍ର ଫସର ଫାଟିଯାଇଛି ବୋଲି ରାଜ୍ୟ ଗୃହମନ୍ତ୍ରୀ ବାଲା ବଚନ କହିଛନ୍ତି। ଅନ୍ୟପକ୍ଷରେ ୨୬ ତାରିଖ ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଦଳରେ ଆଭ୍ୟନ୍ତରୀଣ କନ୍ଦଳ ଦେଖାଦେଇଥିବା ସୂଚନା ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri