ଫେଲ ମାରିଛେ ଜଲ ଯୋଗାଣ ପ୍ରକଳ୍ପ

ରିଷିଡା, ୧୩।୩ (ଡି.ଏନ୍‌.ଏ.)-  କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାକେ ପାଇପ ପାଏନ୍‌ ଯୁଗେଇ ଦେବାର ଲାଗି ତେଲନଦୀରୁ ବେବସ୍‌ତା କରାଯାଇଛେ। ସେନ୍‌ତା ପାଏନ୍‌ ରଖବାର ଲାଗି ଗୁଟେ ଓଭର ହେଡ ଟ୍ୟାଙ୍କ ତିଆର କରାଯାଇଛେ। ହେଲେ ପାଇପ ଯୁଡ଼ା କାମ୍‌ ନାଇଁ ସରବାର ଲାଗି ଆଏଜ୍‌ତକ ୨୦ ପରତିଶତ ଲୋକ୍‌ ନ ପାଏନ୍‌ ପାଇପାରୁଛନ୍‌। ରିଷିଡ଼ା ବସଷ୍ଟଣ୍ଡ୍‌, ଗାନ୍ଧୀନଗର, ସଲଣ୍ଡିଆମୁଣ୍ଡା, ମାଠୁଲପଡ଼ା, କଲୋନୀପଡ଼ା, ଇରିଗେସନ କଲୋନୀକେ ପାଇପ ପାଏନ୍‌ ନାଇଁ ଯିବାର। ଏନ୍‌ତାଥି ଖରାଦିନ ମୂଲ ନାଇଁ ହେବାର ଆଗରୁ ଇ ଅଂଚଲରେ ପାଏନ୍‌ ସମସିଆ ଦେଖାଦେଇଛେ। ଇଆଡ଼େ ୨୦ ପରତିଶତ ପାଏନ୍‌ ସପ୍‌ଲେ ହେଉଥିବାର ଅଂଚଲରେ ୩ଟା ଷ୍ଟାଣ୍ଡ ପୋଷ୍ଟରେ ଠିକ୍‌ ହିସାବେ ପାଏନ୍‌ ବାହାରୁଥିଲାବେଲେ ବାକିଥି ଅଲପ ପାଏନ୍‌ ବାହାରୁଛେ। ସୂଚନା ଅନ୍‌ସାରେ ରିଷିଡ଼ା ମାତୃପୁରୀନେ ପାଏନ୍‌ ଟଁାକିକେ ପାଏନ୍‌ ନାଇଁ ଉଠ୍‌ବାର। ଯେନ୍‌ଥିରଲାଗି ପାଏନ୍‌ ସପ୍‌ଲେରେ ବଡ଼ଭାରି ଅସ୍‌ବିଧା ଦେଖାଦେଉଛେ। ସେନ୍‌ତା ଭୂତଲ ପଏନ୍‌ କମିଯିବାର ଲାଗି ଆଗରୁ ତିଆର ହେଇଥିବାର ପାଏନ୍‌ ପ୍ରକଳ୍ପ ବି ଅଚଲ ହେଇଯାଇଛେ।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri