ଫେଲ ମାରିଛେ ଜଲ ଯୋଗାଣ ପ୍ରକଳ୍ପ

ରିଷିଡା, ୧୩।୩ (ଡି.ଏନ୍‌.ଏ.)-  କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାକେ ପାଇପ ପାଏନ୍‌ ଯୁଗେଇ ଦେବାର ଲାଗି ତେଲନଦୀରୁ ବେବସ୍‌ତା କରାଯାଇଛେ। ସେନ୍‌ତା ପାଏନ୍‌ ରଖବାର ଲାଗି ଗୁଟେ ଓଭର ହେଡ ଟ୍ୟାଙ୍କ ତିଆର କରାଯାଇଛେ। ହେଲେ ପାଇପ ଯୁଡ଼ା କାମ୍‌ ନାଇଁ ସରବାର ଲାଗି ଆଏଜ୍‌ତକ ୨୦ ପରତିଶତ ଲୋକ୍‌ ନ ପାଏନ୍‌ ପାଇପାରୁଛନ୍‌। ରିଷିଡ଼ା ବସଷ୍ଟଣ୍ଡ୍‌, ଗାନ୍ଧୀନଗର, ସଲଣ୍ଡିଆମୁଣ୍ଡା, ମାଠୁଲପଡ଼ା, କଲୋନୀପଡ଼ା, ଇରିଗେସନ କଲୋନୀକେ ପାଇପ ପାଏନ୍‌ ନାଇଁ ଯିବାର। ଏନ୍‌ତାଥି ଖରାଦିନ ମୂଲ ନାଇଁ ହେବାର ଆଗରୁ ଇ ଅଂଚଲରେ ପାଏନ୍‌ ସମସିଆ ଦେଖାଦେଇଛେ। ଇଆଡ଼େ ୨୦ ପରତିଶତ ପାଏନ୍‌ ସପ୍‌ଲେ ହେଉଥିବାର ଅଂଚଲରେ ୩ଟା ଷ୍ଟାଣ୍ଡ ପୋଷ୍ଟରେ ଠିକ୍‌ ହିସାବେ ପାଏନ୍‌ ବାହାରୁଥିଲାବେଲେ ବାକିଥି ଅଲପ ପାଏନ୍‌ ବାହାରୁଛେ। ସୂଚନା ଅନ୍‌ସାରେ ରିଷିଡ଼ା ମାତୃପୁରୀନେ ପାଏନ୍‌ ଟଁାକିକେ ପାଏନ୍‌ ନାଇଁ ଉଠ୍‌ବାର। ଯେନ୍‌ଥିରଲାଗି ପାଏନ୍‌ ସପ୍‌ଲେରେ ବଡ଼ଭାରି ଅସ୍‌ବିଧା ଦେଖାଦେଉଛେ। ସେନ୍‌ତା ଭୂତଲ ପଏନ୍‌ କମିଯିବାର ଲାଗି ଆଗରୁ ତିଆର ହେଇଥିବାର ପାଏନ୍‌ ପ୍ରକଳ୍ପ ବି ଅଚଲ ହେଇଯାଇଛେ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ...

ବୋଲେରୋରେ ପିଟି ହୋଇ ଛିଟିକି ପଡ଼ିଲେ ସାଇକେଲ ଆରୋହୀ, ଚାପିଦେଲା ହାଇଓ୍ବା

ଭବାନୀପାଟଣା/ଜୁନାଗଡ଼(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ବଳଦିଆମାଳ ଛକ ୨୬ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ହାଇଓ୍ବା ଧକ୍କାରେ...

ପଦଯାତ୍ରା କରି ପ୍ରଚାର ଆରମ୍ଭ କଲେ ଲଳିତା

କେସିଙ୍ଗା,୮।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନରୁ ବିଜେଡି ଲଳିତା ନାଏକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ସାଗର ଚରଣ ଦାଶଙ୍କୁ ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri