ଫେସପ୍ୟାକ୍‌

ମୁଖକୁ ସୁନ୍ଦର କରିବାକୁ ହେଲେ ମହିଳାମାନେ କେତେ ଉପାୟ ଆପଣାଇଥାନ୍ତି। ଏହି ଉପାୟ ମଧ୍ୟରୁ ଫେସପ୍ୟାକ୍‌ ଅନ୍ୟତମ। ଯାହାର ସହାୟତାରେ ମହିଳାମାନେ ଆକର୍ଷକ ଦେଖାଯାନ୍ତି। ଫେସପ୍ୟାକ୍‌କୁ ମହିଳା ଘରେ ହିଁ ଆପଣାଇଥାନ୍ତି ଓ ସୁନ୍ଦର ହେବାର ଇଚ୍ଛା ରଖିଥାନ୍ତି। କିନ୍ତୁ ଦେଖାଯାଏ ମହିଳାଙ୍କ ଫେସପ୍ୟାକ୍‌ ଲଗାଇବା ସମୟରେ କିଛି ଭୁଲ୍‌ କରି ବସନ୍ତି ଯେଉଁ କାରଣରୁ ଏହାର ପୂରା ଫାଇଦା ମିଳି ନ ଥାଏ। ଆଜି ଆପଣଙ୍କୁ ଏମିତି ଭୁଲ୍‌ ବିଷୟରେ ସୂଚନା ଦିଆଯାଉଛି ଜାଣନ୍ତୁ ସେ ସମ୍ପର୍କରେ…
-ଫେସପ୍ୟାକ୍‌ ଶୁଖିଲା ପରେ ମହିଳାମାନେ ତାକୁ ରଗଡି ସଫା କରିଥାନ୍ତି। ଯାହାକି ସମ୍ପୂର୍ଣ୍ଣ ଭୁଲ୍‌। ଯଦି ଫେସ୍‌ପ୍ୟାକ୍‌ ଶୁଖିଯାଇଛି ତେବେ ଗୋଲାପଜଳ ଓ ପାଣି ଲଗାଇ ହାଲ୍‌କା ମସାଜ୍‌ରେ ସଫା କରନ୍ତୁ।
-ଫେସପ୍ୟାକ୍‌ ଲଗାଇବା ପରେ କଥାବାର୍ତ୍ତା କରନ୍ତୁ ନାହିଁ। ଏହାଦ୍ୱାରା ଆପଣଙ୍କ ମୁହଁରେ ଲୋଚାକୋଚା ପଡ଼ିପାରେ। ଭଲ ହେବ ଫେସପ୍ୟାକ୍‌ ଲଗାଇବା ପରେ ଚୁପ୍‌ ରୁହନ୍ତୁ।
-ଅଧିକ ସମୟ ପର୍ଯ୍ୟନ୍ତ ଫେସପ୍ୟାକ୍‌ ଲଗାଇବା ଦ୍ୱାରା ଏହା କ୍ଷତିକାରକ। ଏକ୍ସପର୍ଟଙ୍କ ମତରେ ଫେସପ୍ୟାକ୍‌ କେବଳ ୧୦-୧୫ମିନିଟ୍‌ ପର୍ଯ୍ୟନ୍ତ ଲଗାଇ ରଖନ୍ତୁ। କିନ୍ତୁ ଏହାକୁ ଅଧିକ ସମୟ ଲଗାଇବା ଦ୍ୱାରା ମୁହଁର ତେଲିଆପଣକୁ ଶୁଖାଇ ଦେଇଥାଏ। ଯାହା ଫଳରେ ତ୍ୱଚା ଟାଣିହେଲା ପରି ଲାଗିବ। ଏହାଦ୍ୱାରା ଡ୍ରାଏନେସ, ରାସେସ୍‌ ଓ କୁଣ୍ଡାଇ ହେବା ସମସ୍ୟା ଦେଖାଯାଇପାରେ।
-ଗରମପାଣି ବ୍ୟବହାର କରନ୍ତୁ ନାହିଁ। ଅଧିକାଂଶ ମହିଳା ଫେସପ୍ୟାକ୍‌କୁ ମିକ୍ସ କରିବାକୁ ହେଲେ ଗରମ ପାଣି ବ୍ୟବହାର କରିଥାନ୍ତି। ଯାହା ତ୍ୱଚା ପାଇଁ କ୍ଷତିକାରକ। ଫେସପ୍ୟାକ୍‌କୁ ସାମାନ୍ୟ କିମ୍ବା ଫ୍ରେସ୍‌ ପାଣିରେ ମିକ୍ସ କରି ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri