ଫୋଭର ପକ୍ଷରୁ କଳାକୃତି ପ୍ରଦର୍ଶନୀ

କଲିକତା,୧୦-୬: ମୋବେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ପକ୍ଷରୁ କଲିକତା ସ୍ଥିତ ଏହାର ପ୍ରିମିୟମ ବ୍ରାଣ୍ଡ ଶୋ’ରୁମ ‘ଫୋଭର’ରେ ଏକ ଆର୍ଟ ଏକ୍‌ଜିବିଶନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅନ୍ତର୍ଜାତୀୟ ଫର୍ନିଚର, ଡେକର, କିଚେନ୍ସ, ଲାଇଟସ ଏବଂ ହ୍ୟାଣ୍ଡ କ୍ରାଫ୍ଟ ଫ୍ୟାନ ଉପଲବ୍ଧ ହେଉଛି। ଏଥିରେ କଲେକ୍ସନଗୁଡିକ ଆକର୍ଷଣୀୟ ହୋଇଥିବା ବେଳେ ଫୋଭରର ଟ୍ୟାଗ ଲାଇନ ‘ଫର ଏଭର ଲଭ’ ରହିଛି। ଭାରତୀୟ କଳାକାର ଅଭନୀଶ ତ୍ରିବେଦୀ, ଜୀବନ ବିଶ୍ୱାସଙ୍କ କାରୁକାର୍ଯ୍ୟ ଏବଂ ଡିଜାଇନକୁ ଏଥିରେ ସାମିଲ କରାଯାଇଛି। ସୁନ୍ଦର କାରୁକାର୍ଯ୍ୟପୂର୍ଣ୍ଣ ଆର୍ଟଓ୍ବାର୍କ ଦ୍ୱାରା ଅଭନୀଶ ତ୍ରିବେଦୀ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ତାଙ୍କର କାର୍ଯ୍ୟରେ ନିର୍ଦ୍ଦିଷ୍ଟ ସମୟର ସୌନ୍ଦର୍ଯ୍ୟତାକୁ ସାମିଲ କରି ଏକ ସ୍ବତନ୍ତ୍ରତା ପ୍ରଦାନ କରାଯାଇଥାଏ। ତାଙ୍କର ପ୍ରମୁଖ କଳାକୃତି ମଧ୍ୟରେ କଲିକତା ନଷ୍ଟାଲଜିଆ ଏବଂ ରିକ୍ସା ରହିଛି। ଜୀବନ ବିଶ୍ୱାସଙ୍କ କଳାକୃତିରେ ଆଧ୍ୟାତ୍ମିକତା,ବିଷ୍ଣୁ ଉପାସନା ଏବଂ ମାନବବାଦ ଭଳି ପ୍ରସଙ୍ଗ ସ୍ଥାନିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri