ଫ୍ରାନ୍ସର ସବୁ ସ୍କୁଲକୁ ହାଇ ଆଲର୍ଟ

ପ୍ୟାରିସ,୧୪।୧୦: ଫ୍ରାନ୍ସର ଅରାସ ସହରର ଏକ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥିବା ବେଳେ ଅନ୍ୟ ତିନିଜଣ ଆହତ ହୋଇଥିବା ସୂଚନା ମିଳିଛି। ଏହା ପରେ ସହରର ସମସ୍ତ ସ୍କୁଲକୁ ହାଇ ଆଲର୍ଟ ଜାରି କରାଯାଇଛି। ପୋଲିସ ସୂଚନାରୁ ଜଣାପଡିଛି ଯେ, ହତ୍ୟା ପରେ ଆକ୍ରମଣକାରୀ ଏକ ନିର୍ଦ୍ଧିଷ୍ଟ ସମ୍ପ୍ରଦାୟର ଶଦ୍ଦ ଉଚ୍ଚାରଣ କରିଥିଲେ। ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏହି ଆକ୍ରମଣକୁ ବର୍ବର ଇସଲାମ ଆତଙ୍କବାଦ ରୂପେ ନିନ୍ଦା କରିବା ସହ ମୃତ ଶିକ୍ଷକ ଡୋମିନିକ ବର୍ନାର୍ଡଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।

ଲାଇସେ ଗାମ୍ବେଟା ହାଇସ୍କୁଲରେ ଏହି ଆକ୍ରମଣ ହୋଇଛି। ପୋଲିସ ସ୍କୁଲ ନିକଟରୁ ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି। ପୋଲିସର ସୂଚନାନୁସାରେ, ସେ ଏହି ବିଦ୍ୟାଳୟର ପୂର୍ବତନ ଛାତ୍ର ଥିଲେ। ଏହା ବ୍ୟତୀତ ପୋଲିସ ଆକ୍ରମଣକାରୀଙ୍କ ଭାଇଙ୍କୁ ମଧ୍ୟ ଅଟକ ରଖିଛି। ବର୍ତ୍ତମାନ ଏହି ଘଟଣାର ଅନୁସନ୍ଧାନ ଆଣ୍ଟି-ଟେରୋଜିମ କାର୍ଯ୍ୟାଳୟକୁ ହସ୍ତାନ୍ତର କରାଯାଇଛି। ପୋଲିସନୁସାରେ, ଆକ୍ରମଣକାରୀଙ୍କ ବଡ ଭାଇ ଇସଲାମ ଆତଙ୍କବାଦୀ ନେଟୱାର୍କ ସହ ଜଡିତ ଥିବା ସହ ଅନେକ ଅଭିଯୋଗରେ ଜେଲ ଦଣ୍ଡ ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

ଭାରତ ପାଖରେ ଅଛି କେତେ ପରମାଣୁ ଅସ୍ତ୍ର, ଆସିଲା ନୂଆ ରିପୋର୍ଟ: ଚାଇନା-ପାକିସ୍ତାନକୁ ଲାଗିପାରେ ୪୪୦ ଭୋଲ୍ଟର ଝଟ୍‌କା

ନୂଆଦିଲ୍ଲୀ,୯।୬: ଅସ୍ତ୍ରଶସ୍ତ୍ର ଉପରେ ନଜର ରଖୁଥିବା ଏକ ବିଶ୍ୱସ୍ତରୀୟ ସଂସ୍ଥା SIPRIର ଭାରତକୁ ନେଇ ଏଲକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଭାରତ ଅତିକମ୍‌ରେ ବ୍ୟବହାର ପାଇଁ ୧୨ଟି…

ଧମାକା କରିବେ ସନ୍ନି: ଦର୍ଶକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ପୁଣି ପରଦାରେ ଧମାକା କରିବାକୁ ଯାଉଛନ୍ତି ସନ୍ନି ଦେଓଲ। ‘ବର୍ଡର’ ସହିତ ବକ୍ସ ଅଫିସରେ ସୁପରହିଟ୍‌ ହେବା ପରେ ସନ୍ନିଙ୍କ କ୍ରେଜ୍‌ ଆହୁରି ବଢିଯାଇଛି। ଦର୍ଶକ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri