ଫ୍ରିଜ୍‌ରେ ମାଛ ରଖି ଖାଉଛନ୍ତି କି….

ମାଛ ଖାଇବାକୁ ପ୍ରାୟ ଅନେକ ଲୋକ ଭଲପାଆନ୍ତି। ସ୍ବାସ୍ଥ୍ୟପାଇଁ ଏହା ମଧ୍ୟ ଉପକାରୀ । ମାତ୍ର ଏପରି କିଛି ଲୋକ ଅଛନ୍ତି ଯେଉଁମାନେ ବଜାରରେ ମାଛ ଦେଖିଲେ ନିଜକୁ ନିୟନ୍ତ୍ରଣ କରି ନ ପାରି ଆବଶ୍ୟକତାଠାରୁ ଅଧିକ ମାଛ କିଣିଆଣିଥାନ୍ତ ଓ ଏହାକୁ ଫ୍ରିଜ୍‌ରେ ରଖି ଖାଇବାକୁ ପସନ୍ଦ କରିଥାନ୍ତି।

ମାତ୍ର ଆପଣଙ୍କ ଏପରି କାର୍ଯ୍ୟ ସ୍ବାସ୍ଥ୍ୟପ୍ରତି ବିପଦ ହେବା ସହ ଆପଣଙ୍କୁ ହସ୍ପିଟାଲକୁ ପଠାଇପାରେ। ଯଦି ଆପଣଙ୍କୁ ମାଛ ପସନ୍ଦ ତେବେ ତାହା ଖାଆନ୍ତୁ ମାତ୍ର ଅଧିକ ଦିନ ଫ୍ରିଜ୍‌ରେ ରଖି ନୁହେଁ। ଅତିବେଶିରେ ଫ୍ରିଜ୍‌ରେ ଏହାକୁ ଦୁଇଦିନ ପର୍ଯ୍ୟନ୍ତ ରଖିପାରିବେ।

ଏଫ୍‌ଡିଇର କହିବା ଅନୁଯାଯୀ ଫ୍ରିଜ୍‌ରେ ମାଛ ନ ରଖି ତାଜା ମାଛ ଖାଇବା ଉଚିତ। ମାଛ ଅଲଗା ଅଲଗା ପ୍ରଜାତିର ହୋଇଥିବା ବେଳେ କିଏ ୩ ଦିନ କିମ୍ବା କିଏ ପାଞ୍ଚ ଦିନ ସତେଜ ରହିଥାଏ । ଏଥିମଧ୍ୟରୁ ଅଧିକ ନୁହେଁ। ତେଣୁ ମାଛକୁ ଅଧିକ ଦିନ ଫ୍ରିଜ୍‌ରେ ରଖିବା ଅନୁଚିତ। ଏପରି କରିବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri