Posted inଜାତୀୟ

ଫ୍ରିରେ ମିଳିବ କେଜରିଓ୍ବାଲଙ୍କ ଭଲପାଇବା

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାମଲୀଳା ମଇଦାନରେ ଆୟୋଜିତ ଏହି ଶପଥ ଗ୍ରହଣ ସମାରୋହରେ ହଜାର ହଜାର ଜନତା ରୁଣ୍ଡ ହୋଇଥିବା ଦେଖାଯାଇଥିଲା। ଶପଥ ନେବା ପରେ କେଜରିଓ୍ବାଲ କହିଥିଲେ ଲୋକେ କହୁଛନ୍ତି କେଜରିଓ୍ବାଲ ସବୁ ମାଗଣାରେ ଦେଉଛନ୍ତି। ହେଲେ ପ୍ରକୃତି ତ ସବୁଠାରୁ ମୂଲ୍ୟବାନ୍‌ ଉପହାର ବିଶ୍ୱାବାସୀଙ୍କୁ ମାଗଣାରେ ଦେଇଛି। ତାହା ମା’ଙ୍କ ଭଲପାଇବା, ବାପାଙ୍କ ଆଶୀର୍ବାଦ ପୁଣି ଶ୍ରବଣ କୁମାରଙ୍କ ସମର୍ପଣ। ତେଣୁ କେଜରିଓ୍ବାଲ ଜନତାଙ୍କୁ ଭଲପାଆନ୍ତି ଆଉ ଏହି ଭଲପାଇବା ହିଁ ଫ୍ରିରେ ଦେଇପାରିବେ ବୋଲି କେଜରିଓ୍ବାଲ କହିଛନ୍ତି। ସୂଚନାଯୋଗ୍ୟ, କେଜରିଓ୍ବାଲଙ୍କ ଏଏପି ଏଥର ଦିଲ୍ଲୀ ବିଧାନସଭା ନିର୍ବାଚନରେ ମୋଟ ୭୦ ଆସନରୁ ୬୨ରେ ବିଜୟ ଲାଭ କରି ସରକାର ଗଠନ କରିବାକୁ ଯାଉଛନ୍ତି। ରବିବାର ତାଙ୍କ ସହ ଆଉ ୫ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ଗୋପାଳବନ୍ଧ ହିଡରେ ଫୁଡ୍‌କୋର୍ଟ, ଦୋକାନ ଗୃହ ନିର୍ମାଣକୁ ବିରୋଧ ପୁରୁଷୋତ୍ତମପୁର,୨୦ା୨ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri