Posted inଜାତୀୟ

‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ଆରମ୍ଭ ହେଲା ରାଜନୀତି

ମୁମ୍ବାଇ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ଦେଖାଯାଇଥିବା ଛାତ୍ର ଅଶାନ୍ତିକୁ ନେଇ ମୁମ୍ବାଇର ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆରେ ସୋମବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ମଙ୍ଗଳବାର ସେଠାରେ ‘ଫ୍ରି କଶ୍ମୀର’ ପୋଷ୍ଟର ଦେଖିବା ପରେ ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଏହାକୁ ନେଇ ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି ଯଦି କୌଣସି ବ୍ୟକ୍ତି କଶ୍ମୀରକୁ ଭାରତଠାରୁ ଅଲଗା କରିବା କଥା କୁହନ୍ତି ତେବେ ତାହା ବରଦାସ୍ତ କରାଯିବ ନାହିଁ। ସେ କହିଛନ୍ତି ଏହି ପୋଷ୍ଟରର ଉଦ୍ଦେଶ୍ୟ ହେଉଛି କଶ୍ମୀରରେ ମୋବାଇଲ ଓ ଇଣ୍ଟରନେଟ୍‌ ସେବାକୁ ନେଇ ଥିବା ପ୍ରତିବନ୍ଧକ। ଏକ ଖବରକାଗଜରେ ପ୍ରକାଶିତ ଖବରରୁ ସଞ୍ଜୟ ଜାଣିବାକୁ ପାଇଛନ୍ତି କି କଶ୍ମୀରରେ ମୋବାଇଲ ଓ ଇଣ୍ଟରନେଟ୍‌ ସେବାକୁ ନେଇ ଥିବା ପ୍ରତିବନ୍ଧକକୁ ହଟାଇବାକୁ ଦର୍ଶାଇ ଏମାନେ ‘ଫ୍ରି କଶ୍ମୀର’ ପୋଷ୍ଟର ପ୍ରଦର୍ଶନ କରିଛନ୍ତି। ଏହାପରେ ଭାରତୀୟ ଜନତା ପାର୍ଟି(ଭାଜପା)ସଞ୍ଜୟଙ୍କୁ ଟାର୍ଗେଟ କରି କହିଛି ସେ କୁଆଡେ ଏବେ କଂଗ୍ରେସ ଭାଷାରେ କଥା ହେଉଛନ୍ତି। ଅନ୍ୟପଟେ ‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନବିସ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏହାର ଜବାବ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri