Posted inଖେଳ

ଫ୍ରେଞ୍ଚ୍‌ ଓପନ ବ୍ୟାଡ୍‌ମିଣ୍ଟନ ଫାଇନାଲରେ ସ୍ବସ୍ତିକ-ଚିରାଗ

ପ୍ୟାରିସ, ୨୭।୧୦(ପି.ଟି.): ଭାରତର ପୁରୁଷ ଡବଲ୍ସ ଯୋଡ଼ି ସ୍ବସ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଚମତ୍କାର ପ୍ରଦର୍ଶନ ଅବ୍ୟାହତ ରଖି ଫ୍ରେଞ୍ଚ୍‌ ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଅନୁଷ୍ଠିତ ସେମିଫାଇନାଲରେ ଏହି ଯୋଡ଼ି ଜାପାନର ହିରୋୟୁକି ଇନ୍‌ଡୋ ଓ ୟୁତା ଓ୍ବାତାନାବେଙ୍କୁ ୨୧-୧୧, ୨୫-୨୩ ପଏଣ୍ଟରେ ପରାସ୍ତ କରିଛନ୍ତି। ଗତ ଅଗଷ୍ଟରେ ସ୍ବସ୍ତିକ-ଚିରାଗ ଥାଇଲାଣ୍ଡ ଓପନ ସୁପର ୫୦୦ ଟାଇଟଲ ହାସଲ କରିଥିଲେ। ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ଓ ଅଲିମ୍ପିକ୍‌ ବ୍ରୋଞ୍ଜ ମେଡାଲିଷ୍ଟ ସାଇନା ନେହ୍ବାଲ କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଥିବାରୁ ସ୍ବସ୍ତିକ-ଚିରାଗ ଭାରତୀୟ ସମ୍ଭାବନାକୁ ଉଜ୍ଜୀବିତ ରଖିଛନ୍ତି। ଫାଇନାଲରେ ଏ ଦୁହେଁ ଇଣ୍ଡୋନେସିଆ ଯୋଡ଼ି ମାର୍କୁସ ଗିଡେଅନ ଓ କେଭିନ ସୁକାମୁଜୋଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri