Posted inଜାତୀୟ

ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ: ଟାୟାର ଭିତରୁ ମିଳିଲା ୨କୋଟି ୪୦ ଲକ୍ଷର ବଣ୍ଡଲ

ବେଙ୍ଗାଲୁର୍‌,୨୧।୪: ଲୋକ ସଭା ନିର୍ବାଚନ ପାଇଁ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ ଜାରି ରହିଛି। କର୍ନାଟକ ଶିମୋଗା ଜିଲାରେ ଏକ ଟାୟାର ଭିତରୁ ୨ କୋଟି ୪୦ ଲକ୍ଷ ଟଙ୍କାର ୨ହଜାର ଟଙ୍କିଆ ବଣ୍ଡଲ ଜବତ ହୋଇଛି। ଏହି ମାମଲାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇ ତଦନ୍ତ ଜାରି ରହିଛି। ଏକ କାରରେ ଥିବା ଟାୟାର ଖୋଳିବା ପରେ ଏଥିରୁ ଟଙ୍କା ଜବତ ହୋଇଥିବା କୁହାଯାଉଛି। ଏହାର ଭିଡ଼ିଓ ମଧ୍ୟ ସୋସିଆଲ୍‌ ମିଡ଼ିଆରେ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଲଗ୍ନ ହୋଇ ରାସ୍ତାରେ ଦୌଡ଼ିଲେ ଯୁବକ: ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚାଞ୍ଚଲ୍ୟ

ନାଗୌର,୧୭।୭: ରାଜସ୍ଥାନର ନାଗୌର ଜିଲାରେ ଜଣେ ଯୁବକ ଉଲଗ୍ନ ଅବସ୍ଥାରେ ରାସ୍ତାରେ ଦୌଡ଼ୁଥିବାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣାକୁ…

ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍‌ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ

ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦…

ମା’ଙ୍କୁ ସୁପାରି ଦେଇ ହତ୍ୟା କଲେ ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର(ରାଜସ୍ଥାନ), ୧୭।୭:ପିଲାମାନଙ୍କ ଏକ ସୁରକ୍ଷିତ ଭବିଷ୍ୟତ ଗଢ଼ିବା ପାଇଁ ମା’ବାପାମାନେ ଜୀବନରେ ବହୁ ତ୍ୟାଗ କରିଥାନ୍ତି। ନିଜେ କଷ୍ଟ ସହୁଥିଲେ ସୁଦ୍ଧା ପିଲାମାନଙ୍କୁ ଏହାର ଅନୁଭବ ହେବାକୁ…

ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ, ୯ମ ଶ୍ରେଣୀରୁ ୩ ଭାଷା ନୀତି ପିଲାଙ୍କ ମାନସିକ ଚାପ ବଢ଼ାଇବ

ନୂଆଦିଲ୍ଲୀ,୧୭।୭ (ପି.ଟି.): ତାମିଲନାଡୁର ପ୍ରତି ଜିଲାରେ ‘ଜବାହର ନବୋଦୟ ବିଦ୍ୟାଳୟ’ (ଜେଏନ୍‌ଭି) ପ୍ରତିଷ୍ଠା କରିବା ପାଇଁ ମାଡ୍ରାସ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ବିରୋଧରେ ରାଜ୍ୟ ସରକାର କରିଥିବା…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri