ଫ୍ଲିପ୍‌କାର୍ଟ ମାମଲା : ଶୁଣାଣି କରିବେ ଏନ୍‌ସିଏଲ୍‌ଏଟି

ନୂଆଦିଲ୍ଲୀ,୨୨-୫: ଅନ୍‌ଲାଇନ ବିକ୍ରେତା ଫ୍ଳିପ୍‌କାର୍ଟର ଏକଚାଟିଆ କାରବାରକୁ ବିରୋଧ କରି ଆଗତ ମାମଲାକୁ ଶୁଣାଣି ଲାଗି ରାଷ୍ଟ୍ରୀୟ କମ୍ପାନୀ ବିଧି ଅପୀଲିୟ ନ୍ୟାୟାଧିକରଣ(ଏନ୍‌ସିଏଲ୍‌ଏଟି) ଗ୍ରହଣ କରିଛନ୍ତି। ବିକ୍ରେତା ସଂଘ ଭାରତୀୟ ପ୍ରତିଯୋଗିତା ଆୟୋଗ(ସିସିଆଇ)ଙ୍କ ଆଦେଶକୁ ଏନ୍‌ସିଏଲ୍‌ଏଟିରେ ଚ୍ୟାଲେଞ୍ଜ କରିଛନ୍ତି। ସିସିଆଇ ଆଦେଶ ବିରୋଧରେ ମାମଲା ଦାଏର କରିବାରେ ୧୨ ଦିନର ବିଳମ୍ବକୁ ମଧ୍ୟ ଏନ୍‌ସିଏଲ୍‌ଏଟି ଗ୍ରହଣ କରିଛନ୍ତି ଏବଂ ମାମଲା ଦାଏରକୁ ଅନୁମତି ଦେଇଛନ୍ତି। ମେ ୧୫ରେ ଶୁଣାଣି ବେଳେ ଏହି ମାମଲାକୁ ଶୁଣାଣି ଲାଗି ଗ୍ରହଣ କରାଯାଉଛି ବୋଲି ଏନ୍‌ସିଏଲ୍‌ଏଟି କହିଥିଲେ। ଅଧ୍ୟକ୍ଷ ଜଷ୍ଟିସ୍‌ ଏସ୍‌.ଜେ. ମୁଖୋପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି ଜୁଲାଇ ୩୦ରେ କରାଯିବ ବୋଲି କହିଛନ୍ତି। ସିସିଆଇ ତାଙ୍କ ଆଦେଶରେ କହିଥିଲେ ଯେ, ବଜାରରେ ଏକାଧିକ ଇ-କମର୍ସ କମ୍ପାନୀ ଥିବାରୁ ଫ୍ଲିପ୍କକାର୍ଟର ଏକାଧିପତ୍ୟ ରହିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?