ବକେୟା ଟଙ୍କା ମାଗିବାରୁ ଆକ୍ରମଣ: ୯ ଜଣଙ୍କ ନଁ।ରେ ଥାନାରେ ମାମଲା

ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ୩ ଜଣ ଭଦ୍ରକ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଅପର୍ତ୍ତିବିନ୍ଧା ଗଁ।ର ଫୁଲ ଦୋକାନୀ ପ୍ରଫୁଲ୍ଲ କୁମାର ଜେନାଙ୍କ ଅଭିଯୋଗ କ୍ରମେ ଟାଉନ ଥାନା ପୋଲିସ ୯ ଜଣଙ୍କ ନଁାରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ସୂଚନା ଅନୁଯାୟୀ, ପ୍ରଫୁଲ୍ଲ ଗତ ଏପ୍ରିଲ ୩୦ ତାରିଖରେ ମିର୍‌ସାହି ଅପର୍ତ୍ତିବିନ୍ଧା ଗଁ।ର କାଲୁଙ୍କ ଭାଇ ବାହାଘରରେ ଫୁଲ ସଜାଇଥିଲେ। ମଙ୍ଗଳବାର ସନ୍ଧ୍ୟାରେ କଚେରି ବଜାରସ୍ଥିତ ଫୁଲ ଦୋକାନରେ ସେ କାଲୁଙ୍କୁ ଦେଖି ବକେୟା ଟଙ୍କା ମାଗିଥିଲେ। ଏହାକୁ କେନ୍ଦ୍ରକରି କାଲୁଙ୍କ ସହଯୋଗୀମାନେ ମିଶି ବିଳମ୍ବିତ ରାତିରେ ପ୍ରଫୁଲ୍ଲ ଘରକୁ ଯିବା ସମୟରେ ରାସ୍ତାରେ ପକାଇ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ଆକ୍ରମଣରେ ପ୍ରଫୁଲ୍ଲଙ୍କ ସହ ତାଙ୍କର ୨ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି। ପ୍ରଫୁଲ୍ଲଙ୍କ ଏତଲାକୁ ଭିତ୍ତିକରି ପୋଲିସ କାଲୁଙ୍କ ସମେତ ୯ ଜଣଙ୍କ ନଁ।ରେ ମାମଲା(ନଂ.୧୮୨/୧୯) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri