ବକ୍ସଅଫିସରେ ଧମାଲ୍‌ କରୁଛି ଫିଲ୍ମ ଓ୍ବାର୍‌

ଗାନ୍ଧୀ ଜୟନ୍ତୀରେ ରିଲିଜ ହୋଇଥିବା ହ୍ରିତିକ ରୋଶନ-ଟାଇଗର ଶ୍ରଫ୍‌ଙ୍କ ଅଭିନୀତ ଫିଲ୍ମ ‘ଓ୍ବାର୍‌’ ବକ୍ସ ଅଫିସରେ ଧମାଲ କରିଛି। ପ୍ରଥମ ଦିନରେ ଫିଲ୍ମ ୫୦ କୋଟି ଆୟ କରିଛି। ଆଗକୁ ଦଶହରା ଛୁଟି ଥିବାରୁ ଫିଲ୍ମ ଆହୁରି ଭଲ ଆୟ କରିବ ବୋଲି ଫିଲ୍ମ ସମୀକ୍ଷକମାନେ ମତ ଦେଇଛନ୍ତି। ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ୟଶରାଜ ବ୍ୟାନର ପ୍ରଯୋଜନା କରୁଛି। ଫିଲ୍ମର ଟିଜରରେ ଉଭୟ ହ୍ରିତିକ ଏବଂ ଟାଇଗରଙ୍କୁ ଜବରଦସ୍ତ ଆକ୍ସନ କରୁଥିବାର ଦେଖିବାକୁ ମିଳିଛି। କୌଣସି ପ୍ରମୋଶନ ବିନା ଫିଲ୍ମର ଟିଜର ରିଲିଜ ହୋଇଥିଲେ ମଧ୍ୟ ଏହାକୁ ଦର୍ଶକଙ୍କ ଭଲ ରେସପନ୍ସ ମିଳିଥିଲା। ଫିଲ୍ମରେ ହ୍ରିତିକଙ୍କ ବିପକ୍ଷରେ ବାଣୀ କପୁର ନଜର ଆସିଛନ୍ତି। ସିଦ୍ଧାର୍ଥଙ୍କ ସହିତ ଏହା ହ୍ରିତିକଙ୍କ ଦ୍ବିତୀୟ ଫିଲ୍ମ ହୋଇଥିବାବେଳେ ଟାଇଗର ଏବଂ ବାଣୀଙ୍କର ପ୍ରଥମ ଫିଲ୍ମ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri