ବଜାରରେ ପୋଲିସ ପହରା: ରାସ୍ତାରେ ବୁଲିଲେ ଉଠାଇ ନେବାକୁ ଲୋକଙ୍କୁ ତାଗିଦ

ସାକ୍ଷୀଗୋପାଳ, ୨୫।୩(ଡି.ଏନ୍‌.ଏ.): କରୋନା କଟକଣା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ଭିଡ଼ ନ ଲଗାଇବାକୁ ପରାମର୍ଶ ଦିଆଯାଇଛି। ରାସ୍ତାରେ ବୁଲୁଥିବା ଓ ବନ୍ଦ ଦୋକାନ ଆଗରେ ବସିଥିବା ଲୋକଙ୍କୁ ଥାନାକୁ ଉଠାଇ ନେବାକୁ ପୋଲିସ ଧମକ ଦେଇଛି। ସାକ୍ଷୀଗୋପାଳ ବଜାର ସମେତ ଆଖପାଖ ଛକରେ ଥିବା ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ଦୋକାନ ବନ୍ଦ ରହିଛି। ସତ୍ୟବାଦୀ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ ସରୋଜ କୁମାର ଦତ୍ତ, ଥାନା ଆଇଆଇସି ଦେବ ପ୍ରସାଦ ପାତ୍ର ପୋଲିସଫୋର୍ସ ସହ ବଜାରରେ ପଇଁତରା ମାରୁଛନ୍ତି। ବାହାରୁ ଗାଁକୁ ଫେରିଥିବା ଲୋକଙ୍କ ନିକଟକୁ ଯାଇ ତାଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରିଥିଲେ। ହାଇସ୍କୁଲରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବାକୁ ଉଦ୍ୟମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟ୍ରାକ୍‌ ମରାମତି କାମ କରୁଥିଲେ ଶ୍ରମିକ, ହଠାତ୍‌ ମାଡିଆସିଲା ଏକ୍ସପ୍ରେସ ଟ୍ରେନ୍‌, ଆଉ ତା’ ପରେ…

ଲୋଇସିଂହା,୪।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ବସ୍ତି ରେଳ ଫାଟକ ନିକଟରେ ଦୁଇଦିନ ତଳେ ରେଳ ଟ୍ରାକ୍‌ ମରାମତି କାମ ଚାଲିଥିବାବେଳେ ଏକ…

‘ନ୍ୟାୟ ପ୍ରଦାନରେ ବିଳମ୍ବ ଜଣାଶୁଣା ବ୍ୟାଧି’

ନୂଆଦିଲ୍ଲୀ,୪ା୨: ହାଇକୋର୍ଟଗୁଡ଼ିକ ରାୟକୁ ପ୍ରକାଶ ନ କରି ମାସ ମାସ ଧରି ସଂରକ୍ଷିତ ରଖିବା ଅଭ୍ୟାସ ଏକ ଜଣାଶୁଣା ବେମାରି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିବା ସହ…

ସଇତାନ ସାଜିଲେ ପ୍ରେମିକା: ଯାହାକୁ ହୃଦୟ ଦେଇ ବସିଥିଲେ ,ତାକୁ ମାରିଦେଲେ: ମାତ୍ର ଏହି ଭୁଲ୍‌ ପାଇଁ…

ରାୟପୁର, ୪ା୨: ସାମାନ୍ୟ ମତାନ୍ତରକୁ କେନ୍ଦ୍ରକରି ଜଣେ ୨୨ ବର୍ଷୀୟା ପ୍ରେମିକା ତାଙ୍କ ୨୫ ବର୍ଷୀୟ ପ୍ରେମିକଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ ସ୍ପର୍ଶକାତର ଘଟଣା ଛତିଶଗଡ଼…

ମା’ ହେଲେ ୭ମ ଶ୍ରେଣୀ ଛାତ୍ରୀ: ଲୋକଲଜ୍ଜ୍ୟା ଭୟରେ ଘର ଲୋକେ…

ରସୁଲପୁର,୪ା୨(ରଞ୍ଜିତ ରାଉତ):ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ମାତୃତ୍ୱଲାଭ କରିଛନ୍ତି। ଏହିଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ନେଇ…

ମାଟିର ଗରିମା ବଢ଼ାଇଛି ନାରୀ ନେତୃତ୍ୱ

ବାଲେଶ୍ୱର/ରେମୁଣା,୪।୨ (ବାଞ୍ଛାନିଧି ଦେ/ରବୀନ୍ଦ୍ର ମହାକୁଡ଼): ସାହିତ୍ୟ ଓ ସଂଗ୍ରାମ ପାଇଁ ବାଲେଶ୍ୱର ଓ ଭଦ୍ରକ ମାଟି ସୁପ୍ରସିଦ୍ଧ। ଅନେକ ବରପୁତ୍ରଙ୍କୁ ଜନ୍ମଦେଇ ଏ ମାଟି ଭାରତମାତାର ମୁଖ…

ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର” ୨୦୨୬ ଉଦଘାଟିତ: କଳାହାଣ୍ଡି କଟାପାଙ୍କ ଅଭିନୟ ଦେଖି…

ଜି.ଉଦୟଗିରି, ୩।୨(ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଶ୍ରୀରାମପଦା ସ୍ଥିତ କଳିଙ୍ଗ ମିନି ଷ୍ଟାଡିୟମରେ ୫ଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଜି.ଉଦୟଗିରି ଶୀତ ମହୋତ୍ସବ…

ସରକାରୀ ଚାକୀରିଆଙ୍କୁ ୟୁଟ୍ୟୁବରଙ୍କ ଟକ୍କର: ବିବାହରେ ମିଳିଲା ୭୧ ଲକ୍ଷ ଟଙ୍କା, ୨୧ ତୋଳା ସୁନା

ମୁମ୍ବାଇ,୩।୨: ଆଗରୁ ବାହାଘର ପାଇଁ ସରକାରୀ ଚାକିରିଆଙ୍କ ପ୍ରବଳ ଡିମାଣ୍ଡ ଥିଲା। ଏବେ ୟୁଟ୍ୟୁବର ମଧ୍ୟ ଏହି ରେସରେ ସାମିଲ ହୋଇଯାଇଛନ୍ତି। ଜଣେ ଲୋକପ୍ରିୟ ଭାରତୀୟ ୟୁଟ୍ୟୁବରଙ୍କ…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri