ବଜାରରେ ଭିଡ, ରହୁନି ସାମାଜିକ ଦୂରତା

ବୁଗୁଡ଼ା,୧୩ା୫(ଡି.ଏନ.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ କରୋନା ପଜିଟିଭ ସଂଖ୍ୟା ୨ଶହ ଟପିଛି। ମାତ୍ର ଏବେବି ଲୋକେ ସଚେତନ ହେଉନାହନ୍ତି। ସାମାଜିକ ଦୂରତା ସହ ମାସ୍କ ବ୍ୟବହାର ପାଇଁ ପ୍ରଶାସନ ବାରମ୍ବାର ସଚେତନ କରୁଥିଲେ ମଧ୍ୟ ଲୋକେ ମାନୁ ନାହାନ୍ତି। ବୁଗୁଡ଼ା ବ୍ଲକର ୨ ସଙ୍ଗରୋଧ କେନ୍ଦ୍ରରେ ଥିବା ୬ ଅନ୍ତେବାସୀ କରୋନା ପଜିଟିଭ ବାହାରିବା ପରେ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବରୁ ପ୍ରଶାସନ ସକ୍ରିୟ ଥାଇ ଡାକବାଜି ଯନ୍ତ୍ର ଦ୍ୱାରା ବ୍ୟାପକ ପ୍ରଚାର କରୁଥିବାବେଳେ ବର୍ତ୍ତମାନ ସେପରି ତତ୍ପରତା ପ୍ରକାଶ ପାଉନାହିଁ କିମ୍ବା ଧରପଗଡ ହେଉନାହିଁ। ସହରର ବିଭିନ୍ନ ଦୋକାନ, ବ୍ୟାଙ୍କରେ ଲୋକେ ସାମାଜିକ ଦୂରତ୍ୱ ମାନୁନଥିବା ଦେଖାଯାଉଛି। ଅପରପକ୍ଷରେ ବାଇକରେ ଅଧିକାଂଶ ଯୁବକ ବିନା ମାସ୍କରେ ଏକାଧିକ ବ୍ୟକ୍ତି ବସି ବୁଲୁଛନ୍ତି। ଏନ୍‌ଏସି ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri