ବଜାରରେ ମିଳୁଥିବା ଜିରା ଅସଲି ନା ନକଲି ଜାଣନ୍ତୁ ଏପରି…

ଏବେ ବଜାରରେ ନକଲି ଜିରା ମିଳୁଛି। ଏହା ଫୁଲଝାଡୁ, ପଥରଗୁଣ୍ଡ ଏବଂ ଗୁଡ଼ରୁ ପ୍ରସ୍ତୁତ ହେଉଛି। ଅସଲି ଜିରା ଦାମ କିଲୋପ୍ରତି ୪ଶହ ଟଙ୍କା ଥିବାବେଳେ ଏହି ନକଲି ଜିରା ଦାମ କିଲୋପ୍ରତି ୨୦ ଟଙ୍କା ରହିଛି। କେତେକ ଏହାକୁ ସିନ୍ଥେଟିକ୍‌ ଜିରା କହୁଛନ୍ତି। ତେବେ ଏହାକୁ ଖାଇବା ଦ୍ୱାରା ନାନା ପ୍ରକାର ଶାରୀରିକ ସମସ୍ୟା ଦେଖାଦେଇଥାଏ। ଶରୀରର ରୋଗପ୍ରତିରୋଧକ ଶକ୍ତି କମିଯାଇଥାଏ। ତେଣୁ ବଜାରରେ ମିଳୁଥିବା ଜିରା ଅସଲି ନା ନକଲି ତାହା ଜାଣିବା ପାଇଁ ଏହାକୁ କିଛି ସମୟରେ ପାଣିରେ ପକାଇଲେ ଜଣାପଡ଼ିଥାଏ। ଯଦି ପାଣିରେ ପଡ଼ିବାର କିଛି ସମୟ ପରେ ଜିରାର ରଙ୍ଗ ପରିବର୍ତ୍ତନ ହେବା ସହିତ ଏହା ଭାଙ୍ଗିଯାଏ ଜଣା ପଡ଼ିବ ଯେ, ଏହା ନକଲି ବୋଲି। ତେଣୁ ଜିରା କିଣୁଥିବା ସମୟରେ ସତର୍କ ରହିବାର ଆବଶ୍ୟକତା ରହିଛି।

https://www.facebook.com/DharitriNews/videos/762403457608575/


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri