ବଜାରରେ ସୋନିଅର୍‌ ପ୍ଲାଏ ଉଡ୍‌

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ସୋନିଅର୍‌ ପ୍ଲାଏ ଉଡ୍‌ର କଟକଠାରେ ବଜାର ପ୍ରବେଶ ହୋଇଛି। ଗତ ୩୦ ବର୍ଷ ଧରି କମ୍ପାନୀ ଗ୍ରାହକଙ୍କୁ ଏହାର ପ୍ରଡକ୍ଟ ଯୋଗାଇ ଆସୁଛୁ। ଏହା ପୂର୍ବରୁ ଡୋନିଅର ପ୍ଲାଏ କମ୍ପାନୀ ଭାବେ ପରିଚିତ ରହିଥିଲା। ଏହା ପ୍ଲାଏ,ଭିନିୟର, ସନମାଇକା, ଫ୍ଲସଡୋର ଇତ୍ୟାଦି ପ୍ରସ୍ତୁତ କରୁଛି। କଟକ ଲାଗି ପ୍ରଥମ ଡିଲର ଭାବେ ଭାରତ ପ୍ଲାଏ ଉଡ୍‌କୁ ନିଯୁକ୍ତ କରାଯାଇଛି। କମ୍ପାନୀର ପ୍ରଡକ୍ଟ ଲୋକମାନଙ୍କ ନିକଟରେ ପହଞ୍ଚାଇବା ସହ ଆଦୃତ କରାଇବା ଦିଗରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ମୁଖ୍ୟ ତଥା ପ୍ରତିଷ୍ଠାତା ଜିତେନ୍ଦ୍ର କେଜ୍ରିଓ୍ବାଲ ସୂଚନା ଦେଇଛନ୍ତି। ଏହି ଅବସରରେ କଟକଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କମ୍ପାନୀର ଅଂଶୀଦାରମାନେ ଉପସ୍ଥିତ ଥିଲେ। କମ୍ପାନୀର ଓଡ଼ିଶା ମୁଖ୍ୟ ସିଦ୍ଧାର୍ଥ କୁମାର ମହାନ୍ତି, ଏଏସ୍‌ଏମ୍‌ ଗୌରଗୋପାଳ ସିଂହ, ଭାରତ ପ୍ଲାଏଉଡ ଡିଷ୍ଟ୍ରିବ୍ୟୁଟର ବ୍ରଜେନ୍ଦ୍ର କୁମାର ରାଏ, ପୀୟୂଷ ରାଏ, ଚିରଞ୍ଜୀବି ପଟ୍ଟନାୟକ, ରମାକାନ୍ତ ଜେନା, ଲକ୍ଷ୍ମୀ ନାରାୟଣ ସିଂ, ରୋହିତ ଶର୍ମା, ପ୍ରଭିନ ରଥ, ଜ୍ଞାନ ମହାନ୍ତି ପ୍ରମୁଖ ଏଥିରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri