ବଜାର ସ୍ଥିତି ଉପରେ ଆର୍‌ବିଆଇ ନଜର: ଶକ୍ତିକାନ୍ତ

ନୂଆଦିଲ୍ଲୀ,୧୮।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ଚ୍ୟାଲେଞ୍ଜିଂ ସ୍ଥିତି ଉପରେ ବର୍ତ୍ତମାନ କେନ୍ଦ୍ରୀୟ ବ୍ୟାଙ୍କ ତୀକ୍ଷ୍‌ଣ ନଜର ରଖିଛି। ସ୍ଥିତିରେ ସୁଧାର ଆଣିବା ଲାଗି ବ୍ୟାଙ୍କ ଏହାର ପାରୁ ପର୍ଯ୍ୟନ୍ତ ଚେଷ୍ଟା ଜାରି ରଖିଛି। ଦେଶର ଆର୍ଥତ୍କ ସ୍ଥିତି, ବିତ୍ତ ବଜାର, ନଗଦ ଉପଲବ୍ଧତା ଏବଂ ଅଂଶୀଦାରଙ୍କ ଉନ୍ନତି ହେବା ଭଳି ଯୋଜନା ହାତକୁ ନିଆଯାଉଛି ବୋଲି ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି। ମୁଦ୍ରାସ୍ଫୀତି ସମ୍ପର୍କରେ ସୂଚନା ଦେଇ ସେ ପୁଣି କହିଛନ୍ତି, ଏଥିରେ ବୃଦ୍ଧି ଘଟିଥିଲେ ମଧ୍ୟ ୨୦୨୦-୨୧ ଆର୍ଥତ୍କ ବର୍ଷର ଦ୍ୱିତୀୟାର୍ଦ୍ଧରେ ଏହା ୪%ରୁ ନିମ୍ନକୁ ଖସିବା ନେଇ ଆଶା ରହିଛି। ଏହା ହେଲେ କ୍ଷତିଗ୍ରସ୍ତ ହୋଇଥିବା ଅର୍ଥ ବ୍ୟବସ୍ଥା ଏବଂ ଅଭିବୃଦ୍ଧିକୁ ଠିକ୍‌ କରିବା ଲାଗି ରେପୋ ହ୍ରାସ କରିବାକୁ କେନ୍ଦ୍ରୀୟ ବ୍ୟାଙ୍କ ନିକଟରେ ଅଧିକ ସୁଯୋଗ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri