ନୂଆଦିଲ୍ଲୀ,୨୨ା୫: କୋଭିଡ୍-୧୯ ଭୂତାଣୁକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍ଡାଉନ କରିଥିବା ଆର୍ଥତ୍କ କାର୍ଯ୍ୟକଳାପ ଠପ୍ ହୋଇ ପଡ଼ିଛି। ଏଥିଯୋଗୁ କମ୍ପାନୀଗୁଡିକର ରାଜସ୍ବରେ ୨୫%ରୁ ଊର୍ଦ୍ଧ୍ୱ ହ୍ରାସ ହୋଇଥିବା ଜଣାପଡିଛି। ବ୍ୟବସାୟୀଙ୍କୁ ସାମାନ୍ୟ ସ୍ଥିତିକୁ ଫେରିବା ଲାଗି ଗୋଟିଏ ବର୍ଷରୁ ଅଧିକ ସମୟ ଲାଗିବା ନେଇ ଆକଳନ କରାଯାଇଛି। ସ୍କ୍ରିପ୍ବକ୍ସ ପକ୍ଷରୁ ହୋଇଥିବା ଏକ ସର୍ବେକ୍ଷଣ ମୁତାବକ ୬୭% ଲୋକ କହିଛନ୍ତି ଯେ, ସେମାନଙ୍କ କମ୍ପାନୀର ରାଜସ୍ବ ୨୫% ହ୍ରାସ ହୋଇଛି। ସ୍ଥିତିରେ ଟିକିଏ ସୁଧାର ଆସିବା ଲାଗି ଗୋଟିଏ ବର୍ଷରୁ ଅଧିକ ସମୟ ଲାଗିବ। ଏ ସମ୍ପର୍କରେ ୨୨% ଲୋକ ସେମାନଙ୍କ ମତ ରଖିଛନ୍ତି। ସର୍ଭେରେ କର୍ପୋରେଟ ଜଗତର ୧୨୦୦ ଲୋକଙ୍କୁ ସାମିଲ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୫୪ ଲୋକ ବଡ ଉଦ୍ୟୋଗ ସହ ଜଡିତ ଥିବା ବେଳେ ୩୨% ମଧ୍ୟମ ଏବଂ ୧୪% ଷ୍ଟାର୍ଟଅପ କମ୍ପାନୀ ସହ ଜଡିତ ଅଛନ୍ତି। କମ୍ପାନୀର ରାଜସ୍ବ କ୍ଷତି ହୋଇଥିବା ମଧ୍ୟ ଏଥିରେ ଉଲ୍ଲେଖ ରହିଛି। ୯୦% କହିଛନ୍ତି ଯେ, ଛଟେଇ ୨୫%ରୁ କମ୍ ରହିଛି। ଛଟେଇ ୨୫%ରୁ ଅଧିକ ରହିଥିବା ୧୦% ମତ ରଖିଛନ୍ତି। ଏମ୍ଏସ୍ଏମ୍ଇଗୁଡିକରେ ଅଧିକ ଛଟେଇ ହୋଇଥିବା ଏହି ସର୍ଭେରୁ ଜଣାପଡିଛି। ସେହିଭଳି ଫ୍ରିଲାନ୍ସରଙ୍କ କାମରେ ଲକ୍ଡାଉନର ପ୍ରଭାବ ଅଧିକ ରହିଛି। ୬୬% ଲୋକ କହିଛନ୍ତି ଯେ, ରାଜସ୍ବ ହ୍ରାସ ୨୫%ରୁ ଅଧିକ ରହିଛି। ସେହିଭଳି ୩୫% କହିଛନ୍ତି ସେମାନଙ୍କ ରାଜସ୍ବ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇଯାଇଛି।
ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା
ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...
ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!
ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...
୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...
ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...
Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..
ନୂଆଦିଲ୍ଲୀ,୨୬।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...
୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?
ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...
Post Officeର ଏହି ସ୍କିମ୍ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...
୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…
ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...
Archives


