ନୂଆଦିଲ୍ଲୀ,୨୨ା୫: କୋଭିଡ୍-୧୯ ଭୂତାଣୁକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍ଡାଉନ କରିଥିବା ଆର୍ଥତ୍କ କାର୍ଯ୍ୟକଳାପ ଠପ୍ ହୋଇ ପଡ଼ିଛି। ଏଥିଯୋଗୁ କମ୍ପାନୀଗୁଡିକର ରାଜସ୍ବରେ ୨୫%ରୁ ଊର୍ଦ୍ଧ୍ୱ ହ୍ରାସ ହୋଇଥିବା ଜଣାପଡିଛି। ବ୍ୟବସାୟୀଙ୍କୁ ସାମାନ୍ୟ ସ୍ଥିତିକୁ ଫେରିବା ଲାଗି ଗୋଟିଏ ବର୍ଷରୁ ଅଧିକ ସମୟ ଲାଗିବା ନେଇ ଆକଳନ କରାଯାଇଛି। ସ୍କ୍ରିପ୍ବକ୍ସ ପକ୍ଷରୁ ହୋଇଥିବା ଏକ ସର୍ବେକ୍ଷଣ ମୁତାବକ ୬୭% ଲୋକ କହିଛନ୍ତି ଯେ, ସେମାନଙ୍କ କମ୍ପାନୀର ରାଜସ୍ବ ୨୫% ହ୍ରାସ ହୋଇଛି। ସ୍ଥିତିରେ ଟିକିଏ ସୁଧାର ଆସିବା ଲାଗି ଗୋଟିଏ ବର୍ଷରୁ ଅଧିକ ସମୟ ଲାଗିବ। ଏ ସମ୍ପର୍କରେ ୨୨% ଲୋକ ସେମାନଙ୍କ ମତ ରଖିଛନ୍ତି। ସର୍ଭେରେ କର୍ପୋରେଟ ଜଗତର ୧୨୦୦ ଲୋକଙ୍କୁ ସାମିଲ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୫୪ ଲୋକ ବଡ ଉଦ୍ୟୋଗ ସହ ଜଡିତ ଥିବା ବେଳେ ୩୨% ମଧ୍ୟମ ଏବଂ ୧୪% ଷ୍ଟାର୍ଟଅପ କମ୍ପାନୀ ସହ ଜଡିତ ଅଛନ୍ତି। କମ୍ପାନୀର ରାଜସ୍ବ କ୍ଷତି ହୋଇଥିବା ମଧ୍ୟ ଏଥିରେ ଉଲ୍ଲେଖ ରହିଛି। ୯୦% କହିଛନ୍ତି ଯେ, ଛଟେଇ ୨୫%ରୁ କମ୍ ରହିଛି। ଛଟେଇ ୨୫%ରୁ ଅଧିକ ରହିଥିବା ୧୦% ମତ ରଖିଛନ୍ତି। ଏମ୍ଏସ୍ଏମ୍ଇଗୁଡିକରେ ଅଧିକ ଛଟେଇ ହୋଇଥିବା ଏହି ସର୍ଭେରୁ ଜଣାପଡିଛି। ସେହିଭଳି ଫ୍ରିଲାନ୍ସରଙ୍କ କାମରେ ଲକ୍ଡାଉନର ପ୍ରଭାବ ଅଧିକ ରହିଛି। ୬୬% ଲୋକ କହିଛନ୍ତି ଯେ, ରାଜସ୍ବ ହ୍ରାସ ୨୫%ରୁ ଅଧିକ ରହିଛି। ସେହିଭଳି ୩୫% କହିଛନ୍ତି ସେମାନଙ୍କ ରାଜସ୍ବ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇଯାଇଛି।
ବିନା ଇଣ୍ଟରନେଟ୍ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ
ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…
ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…
ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…
ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍…
ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…
ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…
ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…
ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ
ନୂଆଦିଲ୍ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…
E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…
ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…
ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି
ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…
ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ
ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…
Archives

