ବଜେଟକୁ ଅପେକ୍ଷା ନ କରି ବିଭିନ୍ନ ପଦକ୍ଷେପ ନିଆଯାଉଛି: ନିର୍ମଳା

ନୂଆଦିଲ୍ଲୀ,୬-୧: ବିଭିନ୍ନ କ୍ଷେତ୍ର ସାମ୍ନା କରୁଥିବା ସମସ୍ୟାକୁ ବିଚାର କରି ସରକାର ପଦକ୍ଷେପ ନେଉଛନ୍ତି। ଏଥି ଲାଗି ବଜେଟ ଯାଏ ଅପେକ୍ଷା କରାଯାଉନାହିଁ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଗତ ୨ ମାସ ହେବ ଲଗାତାର ଭାବେ ଜିଏସ୍‌ଟି ସଂଗ୍ରହରେ ଉନ୍ନତି ଆସିଥିବାରୁ ଆଗାମୀ ମାସଗୁଡିକରେ ସ୍ଥିତି ଭଲ ରହିବ ବୋଲି ସୀତାରାମନ ଆଶାବାଦୀ ରହିଛନ୍ତି। ଏହାସହ କେନ୍ଦ୍ର ସରକାର ଭାଜପା ଶାସିତ ଏବଂ ଅଣଭାଜପା ଶାସିତ ରାଜ୍ୟ ମଧ୍ୟରେ କୌଣସି ପାର୍ଥକ୍ୟ କରୁନାହାନ୍ତି। ଚତୁର୍ଦଶ ଅର୍ଥ କମିଶନ ଦେଇଥିବା ପ୍ରସ୍ତାବ ଆଧାରରେ ରାଜ୍ୟଗୁଡିକୁ ଅର୍ଥ ଯୋଗାଇ ଦିଆଯାଉଛି। ପାର୍ବଣରେ ବ୍ୟାଙ୍କଗୁଡିକ ଲୋକଙ୍କୁ ଋଣ ଯୋଗାଇ ଦେଇଥିବା ସୀତାରାମନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟାଟା ଗ୍ରୁପ୍‌ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ

ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?