ବଜେଟ୍‌ ପୂର୍ବରୁ ଶେୟାର ମାର୍କେଟ୍‌ରେ ରେକର୍ଡ, ୮୦ ହଜାର ଟପିଲା ସେନ୍‌ସେକ୍ସ

ମୁମ଼୍ବାଇ, ୨ା୭: ମଙ୍ଗଳବାର ଭାରତର ଶେୟାର ମାର୍କେଟ୍‌ ନୂଆ ସ୍ତରରେ ପହଞ୍ଚି ରେକର୍ଡ କରିଛି । ପ୍ରଥମଥର ପାଇଁ ବମ଼୍େବ ଷ୍ଟକ୍‌ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ ସେନ୍‌ସେକ୍ସ ୮୦ ହଜାର ପଏଣ୍ଟ ପାର କରି ଇତିହାସ ରଚିଛି । କାରବାର ଆରମ୍ଭ ପୂର୍ବରୁ ଆଜି ମାର୍କେଟ୍‌ରେ ଜବରଦସ୍ତ ବୃଦ୍ଧି ଦେଖିବାକୁ ମିଳିଛି । ସେନ୍‌ସେକ୍ସରେ ପାଖାପାଖି ୩୦୦ ଅଙ୍କ ବୃଦ୍ଧି ପାଇ ମାର୍କେଟ୍‌ ଖୋଲିଛି । କାରବାର ଆରମ୍ଭ ପରେ ବି ସେନ୍‌ସେକ୍ସ ଏବଂ ନିଫ୍ଟି ସର୍ବୋଚ୍ଚ ସ୍ତରରେ ଟ୍ରେଣ୍ଡ୍‌ କରୁଛି ।

ମଙ୍ଗଳବାର କାରବାର ଆରମ୍ଭରୁ ସେନ୍‌ସେକ୍ସ ୦.୨୭ ପ୍ରତିଶତ ବୃଦ୍ଧିପାଇ ୭୯,୬୮୭.୪୯ ପଏଣ୍ଟରେ ଖୋଲିଥିଲା । କିଛି ସମୟ ପରେ ଏହା ୭୯,୮୫୫.୮୭ ରେ ପହଞ୍ଚିଯାଇଥିଲା । ଅନ୍ୟପଟେ ନିଫ୍ଟି କାରବାର ଅରମ୍ଭରୁ ୬୦.୨୦ ଅଙ୍କ ବୃଦ୍ଧି ପାଇ ୨୪,୨୦୨.୨୦ ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲା । କାରବାର ଆରମ୍ଭ ପୂର୍ବରୁ ସେନ୍‌ସେକ୍ସ ୮୦,୧୨୯ ପଏଣ୍ଟରେ ପହଞ୍ଚିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri