ବଜ୍ରପାତରେ ଜଣେ ମୃତ, ସରକାରୀ ସହାୟତା ଦାବି

ଗୋପ,୨୦।୬(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅନ୍ତର୍ଗତ ବନ୍ତଳିଗ୍ରାମର ଜଣେ ବ୍ୟକ୍ତିଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଗୋପାଳ ସେନାପତି(୪୫)। ପୂର୍ବାହ୍ନରେ ସେ ନିଜ ବ୍ୟବସାୟ ସାରି ଘରକୁ ଫେରୁଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ସେ ଗୁରୁତର ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ପୁରୀ ସଦର ଡାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଯୁବକଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ଯୋଗାଇ ଦେବାକୁ ଜିଲା ପରିଷଦ ସଭ୍ୟ ସରୋଜିନୀ ନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri